୩୦ଫୁଟ ପାଣି ଭିତରେ ୧୨ ଘଣ୍ଟା ରହିଲେ ଦିଶା-ଆଦିତ୍ୟ

ମୁମ୍ବାଇ: ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ମଲଙ୍ଗ’ରେ ଦିଶା ପଟାନୀ ଏବଂ ଆଦିତ୍ୟ ରାୟ କପୁର ଆଖି ଲାଖି ଗଲା ପରି ଶଟ୍‌ ଦେଇଛନ୍ତି। କିନ୍ତୁ ଏସବୁ ଶଟ୍‌ ଦେବା ପାଇଁ ଦୁଇଜଣଙ୍କୁ କମ୍‌ କଷ୍ଟ କରିବାକୁ ପଡ଼ିନି। ଏ ସମ୍ପର୍କରେ ଖୋଦ୍‌ ଦିଶା ଏକ ସାକ୍ଷାତ୍‌କାରରେ କହିଛନ୍ତି।
ଦିଶା କୁହନ୍ତି, ଆଦିତ୍ୟଙ୍କ ସହ ସେ ବହୁତ ସିନ୍‌ କରିଛନ୍ତି। ମାତ୍ର ସବୁଠୁ କଷ୍ଟ ଥିଲା ଅଣ୍ଡରଓ୍ବାଟର ଗୀତର ଶୁଟିଂ। ଖାସ୍‌ ଏଥିପାଇଁ ୧୨ ଘଣ୍ଟା ପର୍ଯ୍ୟନ୍ତ ୩୦ ଫୁଟ ଗଭୀର ପାଣିରେ ତାଙ୍କୁ ରହିବାକୁ ପଡ଼ିଥିଲା। ପାଣି ବାରମ୍ବାର ଉଠିଆସି କାନରେ ପଶି ଯାଉଥାଏ। ପାଣିର ସ୍ରୋତ ମଧ୍ୟ ଖୁବ୍‌ ତୀବ୍ର ଥିଲା। ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଏହି ସିନ୍‌ର ଶୁଟିଂ କରାଯାଇଥିଲା। ଯଦିଓ ଅକ୍ସିଜେନ୍‌ ସିଲିଣ୍ଡର ଲଗାଯାଇଥିଲା। କାନକୁ ମଧ୍ୟ ରବର କଭରରେ ଘୋଡ଼ାଇ ରଖିଥିଲେ। ତଥାପି ଭୟ ଲାଗୁଥିଲା। ଏମିତିରେ ମୋତେ ପାଣିକୁ ବହୁ ଡର ଲାଗେ। କାରଣ ପିଲାଦିନେ ପାଣିରେ ବୁଡ଼ି ଯାଇଥିଲି। ତେଣୁ ଏହି ଶଟ୍‌ ଦେବାକୁ ମନ ଭିତରେ ଅନେକ ଭୟ ରହିଥିଲା। ସେ ଯାହା ବି ହେଉ ଦର୍ଶକଙ୍କ ମନୋରଞ୍ଜନ ପାଇଁ ଆମେ ରିସ୍କ ନେଇ ଏପରି ଶଟ୍‌ ଦେଲୁ। ଶଟ୍‌ଟି ଓକେ ମଧ୍ୟ ହୋଇଥିଲା। ଫିଲ୍ମ ରିଲିଜ ପରେ ସେସବୁ କଷ୍ଟ ଭୁଲିଯାଇଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri