୩୦ ୟୁନିଟ୍‌ ରକ୍ତ ସଂଗୃହୀତ

କେନ୍ଦୁଝର, ୨୯।୪(ସ୍ବ.ପ୍ର.)-ଲକ୍‌ଡାଉନ୍‌ ଯୋଗୁ ରକ୍ତ ସମସ୍ୟା ଦେଖାଦେଉଥିବା ବେଳେ ସ୍ଥାନୀୟ କଲେଜ ରୋଡସ୍ଥିତ ମହାଲକ୍ଷ୍ମୀ କଲଚରାଲ କ୍ଳବ ପକ୍ଷରୁ ବୁଧବାର ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରି ସ୍ବେଚ୍ଛାକୃତ ରକ୍ତ ଦାନ କରିଥିବା ଜଣାପଡିଛି। ଡକ୍ଟର ଅନୁଜା ତ୍ରିପାଠୀଙ୍କ ତତ୍ତ୍ୱାବଧାନରେ ରକ୍ତ ସଂଗ୍ରହ କରାଯାଇଥିଲା। ଏହି ଅବସରରେ ତିରିଶ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। କ୍ଲବର ସଭାପତି ଜ୍ଞାନ ରଞ୍ଜନ ଦାସ, ସମ୍ପାଦକ ଜିତେନ୍ଦ୍ର କୁମାର ଦାସଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରକୁ ଉପଦେଷ୍ଟା ମନରଞ୍ଜନ ଜେନା, ସରୋଜ ବିଶ୍ୱାଳ, ବେଣୁଧର ନାୟକ, ଅରିନ୍ଦମ ପଣ୍ଡିତ, ପାପୁନ ସାହୁ, ଦିପକ ଦାସ, ନାରାୟଣ ବିଶ୍ୱାଳ, ଜିତେନ୍ଦ୍ର ମହାନ୍ତି, ହିମାଂଶୁ ଦାସ, ଅମୂଲ୍ୟ ମିଶ୍ର, କୌଶିକ ଟ୍ୟାଙ୍କଙ୍କ ସମେତ ସୁରଜିତ ଦାସ ପ୍ରମୁଖ ସହଯୋଗ କରିବା ସହ ରକ୍ତଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri