୩୧ ଜଣଙ୍କ ସ୍ବାବ୍‌ ସଂଗ୍ରହ କଲା ସ୍ବାସ୍ଥ୍ୟ ବିଭାଗ

ବନ୍ତ,୫।୫(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଗ୍ରାମରେ ସୋମବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨ୟ ପର୍ଯ୍ୟାୟରେ ୩୧ ଜଣଙ୍କର ସ୍ବାବ୍‌ ସଂଗ୍ରହ କରାଯାଇଛି। ଏଥିରେ ସରପଞ୍ଚ ବନମାଳି ବେହେରା, ପୂର୍ବତନ ସମିତି ସଭ୍ୟ ରାମ ଚନ୍ଦ୍ର ସାହୁ, ସ୍ବେଚ୍ଛାସେବୀ ଚନ୍ଦ୍ରକାନ୍ତ ବେହେରା, ରଞ୍ଜନ ସାହୁ ସହଯୋଗ କରିଥିଲେ। ଉଲ୍ଲେଖ ଯେ, ଗତ ଏପ୍ରିଲ୍‌ ୨୮ରେ ବ୍ଳକର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳକୁ ଆବଦ୍ଧାଞ୍ଚଳ ଘୋଷଣା କରାଯାଇଥିଲା। ସମ୍ପୃକ୍ତ ଅଞ୍ଚଳର ପ୍ରବେଶ ପଥକୁ ସିଲ୍‌ କରାଯିବା ସହ କଣ୍ଟାକ୍ଟ ଟ୍ରେସିଂ କରାଯାଇ ପ୍ରଥମ ପର୍ଯ୍ୟାୟରେ ୬୧ ଜଣଙ୍କ ନମୁନା ସଂଗ୍ରହ କରାଯାଇଥିଲା ା ପ୍ରଶାସନ ପକ୍ଷରୁ ଘରେ ଘରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବା, ସ୍ବାସ୍ଥ୍ୟ ପରୀକ୍ଷା କରିବା, ସଂନିରୀକ୍ଷଣ ସର୍ଭେ କରିବା, ସିଏଫଡବ୍ଲ୍ୟୁଏସ୍‌ଡି ପକ୍ଷରୁ ସଚେତନତା, ମାସ୍କ ବଣ୍ଟନ ଏବଂ ଡ୍ରୋନ୍‌ କ୍ୟାମେରା ମାଧ୍ୟମରେ ସ୍ଥିତି ଅନୁଧ୍ୟାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri