୩୧ ବର୍ଷ ପରେ ପୃଥିବୀରେ ବୟସ୍କଙ୍କ ସଂଖ୍ୟା ଛୁଇଁବ ୨୧୦ କୋଟି

ନୂଆଦିଲ୍ଲୀ/ଜେନେଭା,୧୧।୭: ଆସନ୍ତା ୩୧ ବର୍ଷ ପରେ ୨୦୫୦ ବେଳକୁ ପୃଥିବୀରେ ବୟସ୍କଙ୍କ ସଂଖ୍ୟା ଛୋଟ ପିଲାଙ୍କ ତୁଳନାରେ ଦୁଇଗୁଣା ହେବ। ମୋଟ ଜନସଂଖ୍ୟା ୯୭୦ କୋଟିରେ ପହଞ୍ଚିବ। ସେମାନଙ୍କ ମଧ୍ୟରୁ ବୟସ୍କଙ୍କ ସଂଖ୍ୟା ୨୧୦କୋଟି ହେବ ବୋଲି ଜାତିସଂଘ ପ୍ରକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଜନସଂଖ୍ୟା ଡାଟାବେସ୍‌ ଇତିହାସରୁ ଜଣାପଡ଼ିଛି ଇତିମଧ୍ୟରେ ପୃଥିବୀରେ ୧୦ ହଜାର କୋଟି ଜନ୍ମ ନେଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ କେବଳ ୬.୯ ପ୍ରତିଶତ ବଞ୍ଚିଛନ୍ତି। ପୃଥିବୀର ଜନସଂଖ୍ୟା ୧୮୦୦ ମସିହାରେ ଶହେକୋଟିରେ ପହଞ୍ଚିଥିଲା। ୧୯୮୯ରେ ଏହା ୫ଶହ କୋଟି ଛୁଇଁଥିଲା। ଏବେ ୨୦୧୯ରେ ଏହା ୭୭୦ କୋଟିରେ ପହଞ୍ଚିଛି। ୨୦୩୦ ବେଳକୁ ଏହା ୮୩୦ କୋଟି ହେବ। ସେହିପରି ୨୧୦୦ ବେଳକୁ ଏହା ୧୦୯୦ କୋଟିରେ ପହଞ୍ଚିବ। ସମ୍ପ୍ରତି ପୃଥିବୀର ପ୍ରତି ୧୦ ଜଣରେ ଜଣେ ବୟସ୍କ ଅଛନ୍ତି। ତେବେ ୨୦୫୦ ବେଳକୁ ପ୍ରତି ୬ ଜଣରେ ଜଣେ ବୟସ୍କ ଲୋକ ରହିବେ ବୋଲି ଏହି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri