୩୧ ରାଜସ୍ଥାନୀଙ୍କୁ ସହାୟତା ଦେଲା ଏନଏସି ପ୍ରଶାସନ

ନୂଆପଡା ଅଫିସ,୩୧ା୩- ବର୍ତମାନ ସାରା ଦେଶ ଲକ ଡାଉନ । ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟସୀମାକୁ ଯିବା ମନା ହୋଇଛି । ହେଲେ ଏଭଳି ସ୍ଥିତିରେ ମଧ୍ୟ ଲୋକେ ନିଜ ଘର ମୁହାଁ ହେଉଛନ୍ତି । ସୁଦୂର ବିଶାଖାପାଟଣାରୁ ଏକ ଗାଡି ଯୋଗେ ଛତିଶଗଡ ଦେଇ ରାଜସ୍ଥାନକୁ ଯାଉଥିବା ୩୧ଜଣଙ୍କୁ ଛତିଶଗଡ ପୋଲିସ ମାରପିଟ କରି ଘଉଡାଇ ଦେବାପରେ ନୂଆପଡା ସୀମାନ୍ତରେ ଖରିଆରରୋଡ ଏନଏସି ତରଫରୁ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା ପରେ ଏକ ସୁରକ୍ଷିତ ଜାଗାରେ ଥଇଥାନ କରିଛନ୍ତି। ଏମାନେ ବିଶାଖାପାଟଣାରେ ବିଭିନ୍ନ ବ୍ୟବସାୟ କରି ପେଟ ପୋଷୁଥିଲେ। ଜିଲା ପ୍ରଶାସନର ଦୃଷ୍ଟିକୁ ଆଣିବା ପରେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଦେବେନ୍ଦ୍ର ନାଥ ମହାରଣା, ପରିମଣ ବିଶେଷଜ୍ଞ ସୁନୀଲ କୁମାର, ସହକାରୀ ଯନ୍ତ୍ରୀ ହେମନ୍ତ କୁମାର ନାଏକ ପ୍ରମୁଖଙ୍କ ସ୍ବତନ୍ତ୍ର ତତ୍ତ୍ୱାବଧାନରେ ରଖିଥିବା ପ୍ରକାଶ । ଲୋକେମାନେ ଏଠାରେ ସୁରକ୍ଷିତ ରହିଥିବାବେଳେ ଲକଡାଉନ ଉଠିବା ପରେ ନିଜ ଘରକୁ ଯିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବାପାଙ୍କ ସହ ଘରେ ଶୋଇଥିବାବେଳେ କାମୁଡିଲା ସାପ, ଚାଲିଗଲା ସମରତଙ୍କ ଜୀବନ

କୁତ୍ରା ୧୫।୭( ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କନ୍ଦେଇମୁଣ୍ଡା ପାହାଡ଼ଟୋଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ୪ ବର୍ଷର ନାବାଳକଙ୍କ ମୃତ୍ୟୁ ଘଟିଥିବାରୁ…

ନୂତନ ପରିଚାଳନା କମିଟି ଗଠନ: ସଭାପତି,ଉପସଭାପତି ଭାବେ ଚୟନ ହେଲେ…

ଗଞ୍ଜାମ,୧୫।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ଷ୍ଟେଶନ ରୋଡ଼ ପାର୍ଶ୍ୱରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ ହୋଇଛି । ବିଦ୍ୟାଳୟ…

କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ

କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି…

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୧୫।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା ଖରିଆର ରୋଡ୍‌ ଏନ୍‌ଏସି ୱାର୍ଡ ନଂ.୧୬ ଡୁମେରଡିହିର ଅବତ ରାମ ରାଉତଙ୍କ ଝିଅ ପ୍ରିୟା ରାଉତ(୮) ଜନ୍ମରୁ ବିକଳାଙ୍ଗ…

ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…

ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ରୋଗ (କୋଭିଡ)ର ସଂକ୍ରମଣ ପୁଣି ଥରେ ଆରମ୍ଭ ହୋଇଥିବା ଜଣାପଡିଛି।…

କଳାହାଣ୍ଡି ଜଳସେଚନ ବିଭାଗ: ଜାଲ୍‌ ଦସ୍ତଖତ କରି ଟେଣ୍ଡର ଫିକ୍ସିଂ ଅଭିଯୋଗ, ଫୋରେନ୍‌ସିକ ଯାଞ୍ଚ ଦାବିକଲା…

ଭବାନୀପାଟଣା,୧୫।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଜଳସେଚନ ବିଭାଗରେ କୋଟି କୋଟି ଟଙ୍କାର ମେଗା ଟେଣ୍ଡରକୁ ନେଇ ଆସିଛି ସଙ୍ଗିନ ଅଭିଯୋଗ। ଜଣେ ଠିକାଦାରଙ୍କ ନାମରେ ଜାଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri