୩୨ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୩।୧୦: ଖୋର୍ଦ୍ଧା ଅବକାରୀ ବିଭାଗର କର୍ମଚାରୀମାନେ ବଡ଼ବେରଣା ଗଁାରୁ ଗୁରୁବାର ପୂର୍ବାହ୍ନରେ ଚଢ଼ାଉକରି ୩୨ ଗା୍ରମ ବ୍ରାଉନସୁଗାର ଜବତ କରିଛନ୍ତି। ଏହି ଘଟଣାରେ ଗ୍ରାମର ଧରଣୀଧର ମହାପାତ୍ର(୪୨)ଙ୍କୁ ଗିରଫ କରାଯାଇଛି। ଯାହାର ମୂଲ୍ୟ ପ୍ରାୟ ୩ ଲକ୍ଷ ୨୦ ହଜାର ଟଙ୍କା ହେବ। ଏ ନେଇ କେସ୍‌ ନଂ. ୪୩/୧୯ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri