୩୨ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ନୀଳଗିରି, ୫।୮(ଡି.ଏନ.ଏ.)-କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ତଥା ନୀଳଗିରି ଅବକାରୀ ବିଭାଗ ପକ୍ଷରୁ ସ୍ଥାନୀୟ ସହରର ଘାଟଘରସାହି ଗାଁର ମୁନା ନାଥ(୩୨)ଙ୍କ ଘରେ ଚଢ଼ାଉ କରାଯାଇ ୩୨ଗ୍ରାମ ଓଜନର ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୩ଲକ୍ଷରୁ ଊର୍ଦ୍ଧ୍ୱ ହେବ। ମୁନା ନାଥଙ୍କୁ ଗିରଫ କରାଯାଇଛି। ଏନେଇ ବିଭାଗରେ ପିଆର (ନଂ. ୮୬/୧୯)ରୁଜୁ ହୋଇଛି।
ନୀଳଗିରି ସହରରେ ଚୋରା ଦେଶୀ, ବିଦେଶୀ ମଦ ସହିତ ଅବାଧରେ ବ୍ରାଉନସୁଗାର ବିକ୍ରି ହେଉଥିବା ନେଇ ଅବକାରୀ ଗୋଇନ୍ଦା ବିଭାଗରେ ଅଭିଯୋଗ ହୋଇଥିଲା। ଗୋଇନ୍ଦା ବିଭାଗ ଏନେଇ ଚୋରା ବେପାରୀଙ୍କ ଉପରେ କଡ଼ା ନଜର ରଖି ସୁରାକ ପାଇଥିଲା। କେନ୍ଦ୍ରୀୟ ଅବକାରୀ ଗୋଇନ୍ଦା ବିଭାଗ ଏସ୍‌ପିଙ୍କ ନିର୍ଦ୍ଦେଶରେ ଗାଲୁରାମ ସରେନ, ସ୍ଥାନୀୟ ଉପନୀରିକ୍ଷକ ଲକ୍ଷେସାଧବ ପ୍ରଧାନଙ୍କ ସମେତ ଅବକାରୀ ଟିମ୍‌ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ବିଦ୍ୟୁତ୍‌ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ

ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌…

ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର…

ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ

କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ…

ଦୁର୍ଦ୍ଦାନ୍ତ ଅପରାଧୀ ପପୁଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଆପରାଧିକ କାଣ୍ଡ ଘଟାଇବାକୁ ଯୋଜନାବେଳେ…

ଭଦ୍ରକ,୧୧ା୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଫୁଲ୍ଲ ମଲ୍ଲିକ ଓରଫ ପପଙ୍କୁ ଏନ୍‌କାଉଣ୍ଟର କରିଛି। ପପୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାରୁ ତାଙ୍କୁ କଟକ…

ଆଜିଠୁ ସିଜେପିର ଦେଶବ୍ୟାପୀ ବିକ୍ଷୋଭ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା…

ନୂଆଦିଲ୍ଲୀ,୧୦ା୬(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଏବଂ ସିବିଏସ୍‌ଇ ପରୀକ୍ଷା ଅନିୟମିତତାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ କକ୍‌ରୋଚ ଜନତା ପାର୍ଟି (ସିଜେପି) ଗୁରୁବାରଠାରୁ…

ପୁଣି ହର୍ମୁଜ ବନ୍ଦ: ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ଓ୍ବାଶିଂଟନ୍‌/ତେହରାନ,୧୧।୬: ଏକ ଆପାଚେ ହେଲିକପ୍ଟର ଖସାଇ ଦିଆଯିବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ପୁଣି ତୀବ୍ର ହୋଇଛି। ଲଗାତାର ଦ୍ୱିତୀୟ ଦିନ ପାଇଁ ଆମେରିକା…

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri