୩୪ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଗଲା ଏମ୍ସ

ଖୋର୍ଦ୍ଧା ଅଫିସ,୨ା୪ : କୋଭିଡ-୧୯(କରୋନା ଭାଇରସ) ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକଡାଉନ ଜାରି ରହିଛି। ଏହି ଭୂତାଣୁକୁ ରୋକିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବହୁବିଧ ପଦକ୍ଷେପ ନିଆଯାଇଛି। ବୁଧବାର ସୁଦ୍ଧା ଖୋର୍ଦ୍ଧା ଜିଲାରୁ ୩୪ ସନ୍ଦିଗ୍ଧ ବ୍ୟକ୍ତିଙ୍କ ସ୍ବାବ ପରୀକ୍ଷା ଲାଗି ଭୁବନେଶ୍ୱର ଏମସ୍‌ ପଠାଯାଇଛି। ଜିଲାର ଖୋର୍ଦ୍ଧା ସମେତ ବୋଲଗଡ଼, ଟାଙ୍ଗି, ବାଳକାଟୀ ଓ ବାଲୁଙ୍ଗାଠାରେ ଅସ୍ଥାୟୀ ସ୍ବାସ୍ଥ୍ୟ ପରୀକ୍ଷା କେନ୍ଦ୍ର ଖୋଲାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟ ସମେତ ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆଇସୋଲେଶନ ୱାର୍ଡ ଓ ସ୍ବତନ୍ତ୍ର ପ୍ରକୋଷ୍ଠ ଖୋଲାଯାଇ ଜରୁରିକାଳୀନ ପରିସ୍ଥିତି ଲାଗି ଜୀବନ ରକ୍ଷାକାରୀ ଔଷଧ ରଖାଯାଇଛି ବୋଲି ଜିଲାପାଳ ସୀତାଂଶୁ ରାଉତ କହିଛନ୍ତି। ଏସପି ଅଜୟ ପ୍ରତାପ ସ୍ବାଇଁ କୁହନ୍ତି ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଲକଡାଉନ ରହିଛି। ଏହାକୁ କଡ଼ାକଡ଼ି ପାଳନ କରାଯିବ। ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ଲାଗି ଚାଲି ଆସିବା ଲାଗି ପରାମର୍ଶ ଦିଆଯାଇଛି। ଜିଲା ସୀମାକୁ ସିଲ କରାଯାଇଛି। ସମସ୍ତ ପ୍ରକାର ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି। ଖୋର୍ଦ୍ଧା ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ କୁହନ୍ତି ପ୍ରବାସୀ ଶ୍ରମିକ ଏବଂ ଅସହାୟ ବ୍ୟକ୍ତିଙ୍କୁ ଖାଦ୍ୟ ଯୋଗାଇବା ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri