୩୫ ବର୍ଷରେ ଅଙ୍କିତା: ୬ ବର୍ଷ ଲିଭ୍‌ଇନ୍‌ ପରେ ସୁଶାନ୍ତଙ୍କ ସହିତ ହୋଇଥିଲା ବ୍ରେକ୍‌ଅପ୍‌

ମୁମ୍ବାଇ: ଛୋଟ ପରଦାର ପବିତ୍ର ରିସ୍ତାରୁ କ୍ୟାରିୟର ଆରମ୍ଭ କରିଥିବା ସୁନ୍ଦରୀ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଗୁରୁବାର ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ଡିସେମ୍ବର ୧୯ରେ ସେ ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ। ପବିତ୍ର ରିସ୍ତାରେ ଅଭିନୟ କରୁଥିବାବେଳେ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସହିତ ତାଙ୍କର ଆରମ୍ଭ ହୋଇଥିଲା ରୋମାନ୍ସ। ଏହାପରେ ଦୁହେଁ ଦୀର୍ଘ ୬ବର୍ଷ ଲିଭ୍‌ ଇନ୍‌ରେ ରହିବା ପରେ ସେମାନଙ୍କର ବ୍ରେକ୍‌ ଅପ୍‌ ହୋଇଥିଲା। ସୁଶାନ୍ତ ଅନ୍ୟକାହା ପ୍ରେମରେ ପଡ଼ିଥିବା ନେଇ ଆରମ୍ଭ ଚର୍ଚ୍ଚା ହୋଇଥିଲା । ଏହାପରେ ବଡ ପରଦାରେ ସୁଶାନ୍ତ ଆରମ୍ଭ କରିଥିଲେ ଅଭିନୟ। ଧୋନୀଙ୍କ ଉପରେ ବାୟୋପିକ୍‌ କରି ସୁଶାନ୍ତ ଢ଼େର୍‌ ପ୍ରଶଂସା ସାଉଁଟି ଥିଲେ। ଏହା ସହିତ ପିକେରେ ମଧ୍ୟ ତାଙ୍କ ଅଭିନୟକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ଅଙ୍କିତା ମଣିକର୍ଣ୍ଣିକାରେ ଅଭିନୟ କରି ବଲିଉଡ୍‌ରେ ପାଦ ଦେଇଥିଲେ। ମଣିକର୍ଣ୍ଣିକାରେ ତାଙ୍କ ଅଭିନୟକୁ ଦର୍ଶକ ଢ଼େର୍‌ ମଧ୍ୟ ପ୍ରଶଂସା କରିଥିଲେ। ଏବେ ତାଙ୍କର ନୂଆ ଫିଲ୍ମ ବାଗି-୩  ମାର୍ଚ୍ଚ ୨୦୨୦ରେ ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri