୩୬୦ ବିଦ୍ୟାର୍ଥୀଙ୍କୁ ଶୂନ ମାର୍କ

କଟକ ଅଫିସ,୭ା୧୧: ଖପୁରିଆସ୍ଥିତ ସରକାରୀ ଆଇଟିଆଇ କଲେଜର ୪ର୍ଥ ସେମିଷ୍ଟର ପରୀକ୍ଷା ଫଳରେ ବିଭ୍ରାଟ ଦେଖାଦେଇଛି। ୩୬୦ ଛାତ୍ରୀଛାତ୍ରଙ୍କୁ ଗୋଟିଏ ପରୀକ୍ଷାରେ ଶୂନ ମାର୍କ ମିଳିଛି। ଯାହାକୁ ନେଇ ବୁଧବାର କଲେଜ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ପରୀକ୍ଷା ଖାତାର ପୁନଃ ମୂଲ୍ୟାୟନ ପାଇଁ ଛାତ୍ରୀଛାତ୍ରମାନେ ଦାବି କରିବା ସହ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପାଟିତୁଣ୍ଡ କରିଥିଲେ। ମିଳିଥିବା ସୂଚନା ଅନୁଯାୟୀ, କଲେଜର ଫିଟର, ଇଲେକ୍ଟ୍ରୋନିକ୍ସ ଓ ଏମ୍‌ଏମ୍‌ଭି ପାଠ୍ୟକ୍ରମର ଛାତ୍ରୀଛାତ୍ରମାନେ ଏଭଳି ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଉକ୍ତ ୩ ପାଠ୍ୟକ୍ରମର ଇଞ୍ଜିନିୟରିଂ ଡ୍ରଇଂ ପରୀକ୍ଷାରେ ସମସ୍ତ ବିଦ୍ୟାର୍ଥୀ ଶୂନ ମାର୍କ ପାଇଛନ୍ତି। ଏ ନେଇ କଲେଜ ଅଧ୍ୟକ୍ଷ ଡ. ହୃଷୀକେଶ ମହାନ୍ତି କୁହନ୍ତି, ଦୁଇଦିନ ମଧ୍ୟରେ ଏହାର ସମାଧାନ କରାଯିବ। କାଉନସିଲ ସହ ଆଲୋଚନା ଶେଷ ହୋଇଛି। ଘଟଣାର ତଦନ୍ତ ପାଇଁ ଉଚ୍ଚସ୍ତରୀୟ ଅଧିକାରୀଙ୍କ ନିକଟକୁ ଚିଠି ପଠାଯାଇଛି। ଏ ସମ୍ପର୍କରେ ଜାଣିବା ପରେ ଛାତ୍ରୀଛାତ୍ରମାନେ ପାଟିତୁଣ୍ଡରୁ ନିବୃତ୍ତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?