୪ ଆଇଏଫ୍‌ଏସ୍‌ ଅଫିସରଙ୍କ ପଦୋନ୍ନତି

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଫ୍‌ଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟର ୪ ଜଣ ଆଇଏଫ୍‌ଏସ୍‌ ଅଫିସରଙ୍କୁ ଅତିରିକ୍ତ ପିସିସିଏଫ୍‌ ପଦବୀକୁ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର।
୧୯୮୯ ବ୍ୟାଚର ସୁଶାନ୍ତ ନନ୍ଦ ଓ ଓମ୍‌ ପ୍ରକାଶ ସିଂହଙ୍କୁ ଏହି ପଦୋନ୍ନତି ମିଳିଛି। ତାଙ୍କ ସହ ୧୯୯୦ ବ୍ୟାଚର ସୁରେଶ ପନ୍ଥ ଓ ୧୯୯୧ ବ୍ୟାଚର ଲିଙ୍ଗରାଜ ଓତାଙ୍କୁ ମଧ୍ୟ ପଦୋନ୍ନତି ମିଳିଥିବା ସୂଚୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri