Posted inଖେଳ

୪ ଓଭର, ୪ ମେଡେନ୍‌, ୪ ଉଇକେଟ୍‌: ବିରଳ ରେକର୍ଡ ହାସଲ କଲେ ଏହି ଖେଳାଳି

ସାଧାରଣତଃ କ୍ରିକେଟରେ ପ୍ରତି ମ୍ୟାଚରେ କିଛି ନା କିଛି ରେକର୍ଡ ସୃଷ୍ଟି ହେବାସହ ଭାଙ୍ଗିଥାଏ। ଏମିତି ଏକ ରେକର୍ଡର ଅଧିକାରୀ ହୋଇଛନ୍ତି ନ୍ୟୁଜିଲାଣ୍ଡର ରୋଜମ୍ୟାରି ମେୟାର। ଶ୍ରୀମ୍ପଟନ୍‌ ଟ୍ରଫିର ଏକ ମ୍ୟାଚରେ ସେ ୪ ଓଭର ବୋଲିଂ କରି କୌଣସି ରନ୍‌ ନ ଦେଇ ୪ଟି ଉଇକେଟ୍‌ ହାସଲ କରିଛନ୍ତି। ଏହି ୨୧ ବର୍ଷୀୟା ଖେଳାଳି ରୋଜମ୍ୟାର୍‌ ହୋକେ ବେ ପକ୍ଷରୁ ଖେଳି କେବଳ ବୋଲିଂରେ ନୁହେଁ, ବ୍ୟାଟିଂରେ ମଧ୍ୟ ନିଜ ଜଲଓ୍ବା ଦେଖାଇଥିଲେ। ସେ ୧୬ଟି ବଲ୍‌ ଖେଳି ଦୁଇଟି ଚୌକା ଏବଂ ୩ଟି ଛକା ସହ ୩୩ ରନ୍‌ କରିଥିଲେ। ହୋକେ ବେ ପ୍ରଥମେ ବ୍ୟାଟିଂ କରି ୪୦ ଓଭରରେ ୯ ଉଇକେଟ ହରାଇ ୨୬୩ ରନ୍‌ କରିଥିଲା। ୨୬୪ ରନକୁ ପିଛା କରି ନରଣାକି ଟିମ୍‌ ୧୮.୨ ଓଭରରେ ମାତ୍ର ୫୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ମେୟାର ମ୍ୟାଚର ଦ୍ୱିତୀୟ ଓଭରରେ ଲଗାତାର ୪ଟି ବଲରୁ ୪ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri