୪ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

ତାଳଚେର,୧୯ା୪(ଡି.ଏନ୍‌.ଏ): ତାଳଚେର ପୋରାଞ୍ଚଳର ଷଣ୍ଢଗାଁରେ ଗୁରୁବାର ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୪ଜଣଙ୍କ ଜୀବନ ଯାଇଛି। ସେମାନେ ହେଲେ କାଳିଆ ସହର, ସୁନୀତା ସେଠ୍‌, ସାରଥି ସହର ଓ ଅନୀତା ସହର। ଗୋଟିଏ ଆଦିବାସୀ ପରିବାର କୁଡ଼ିଆ କରି ଗ୍ରାମ ନିକଟରେ ଥିଲେ। ଗୁରୁବାର ରାତିରେ ଦନ୍ତାହାତୀଟି ପରିବାରର ୪ ଜଣଙ୍କୁ ମାରି ଦେଇଛି। ବିଳମ୍ବିତ ରାତିରେ ତାଳଚେର ବ୍ଲକ ସନ୍ଥପଡ଼ା ଗ୍ରାମର ଭ୍ରମରବର ସାମଲ(୭୦)ଙ୍କୁ ଏହି ଦନ୍ତାହାତୀଟି  ମାରି ଖଣ୍ଡ ଖଣ୍ଡ କରିଦେଇଛି। କ୍ଷତିପୂରଣ, ଚାକିରି ଓ ହାତୀକୁ ଟ୍ରାଙ୍କୁଲାଇଜର କରି  ଅନ୍ୟତ୍ର ସ୍ଥାନାନ୍ତର ଦାବିରେ ଗ୍ରାମବାସୀ ଶବକୁ ଅଟକ ରଖିଛନ୍ତି। ଗ୍ରାମରେ ଉତ୍ତେଜନା ଲାଗି ରହିଛି। ବନବିଭାଗ ଓ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ରହି ଆଲୋଚନା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri