Posted inଜାତୀୟ

୪ ଜେଇଏମ୍‌ ଆତଙ୍କବାଦୀ ଗିରଫ

ଶ୍ରୀନଗର, ୨୦ା୧୧(ପି.ଟି.) : ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଆତଙ୍କବାଦୀ ବିସ୍ଫୋରଣ କରିଥିବା ଜୈଶ-ଇ-ମହମ୍ମଦ(ଜେଇଏମ୍‌) ଆତଙ୍କବାଦୀ ସଙ୍ଗଠନର ୪ ସହଯୋଗୀଙ୍କୁ ଗିରଫ କରାଯାଇଛି। ଗତ ଜୁଲାଇରେ ଆରିହଲ୍‌ ଅଞ୍ଚଳରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାର ତଦନ୍ତ କରାଯାଉଥିବାବେଳେ ଏମାନଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି। ବିଦେଶରୁ ଆତଙ୍କବାଦୀଙ୍କୁ ଆଣୁଥିବା ମାଷ୍ଟରମାଇଣ୍ଡ ଶାରିକ୍‌ ଅହମଦଙ୍କୁ ଧରିବା ପରେ ଅନ୍ୟ ୩ ଜଣ ଜେଇଏମ୍‌ ସଦସ୍ୟ ଆକିବ୍‌ ଅହମଦ, ଆଦିଲ୍‌ ଅହମଦ ଓ ଓଓ୍ବାଇସ୍‌ ଅହମଦଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ଆରିହଲ୍‌ ଅଞ୍ଚଳରେ ମଧ୍ୟ ଏମାନେ ବିସ୍ଫୋରଣ କରିଥିବା ଜଣାପଡ଼ିଛି। ଏମାନଙ୍କଠାରୁ ଅନେକ ବିସ୍ଫୋରକ ଓ ଆପତ୍ତିଜନକ ଜିନିଷ ଜବତ କରାଯାଇଛି। ଏନେଇ ଅଧିକ ପୋଲିସ ତଦନ୍ତ ଜାରି ରହିଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri