୪ ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧି ୭ ଦିନ ବଢିଲା

ହାଟଡିହୀ,୨୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୪ଟି ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧିକୁ ଜିଲାପାଳ ଆଶିଷ ଠାକରେ ୭ ଦିନ ବୃଦ୍ଧି କରିଛନ୍ତି। ଆଦେଶନାମା ନଂ ୧୦୮୬/୧୮।୫।୨୦୨୦ଅନୁସାରେ ଢେଙ୍କା ପଞ୍ଚାୟତର ଢେଙ୍କା ହାଇସ୍କୁଲ ଆଇସୋଲେଶନ କେନ୍ଦ୍ର ଠାରୁ ୧୦୦ ମିଟର ଦୂରତା ଏବଂ ଧନୁର୍ଜୟପୁର ପଞ୍ଚାୟତର କୁଶଟିକିରି ସ୍କୁଲ ଆଇସୋଲେଶନ କେନ୍ଦ୍ର ଠାରୁ ୧୦୦ ମିଟର ଦୂରତାକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି। ମେ’ ୨୫ ତାରିଖ ୯ ଟା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଅବଧି ବଳବତ୍ତର ରହିବ। ସେହିପରି ଆଦେଶନାମା ନଂ ୧୦୯୨/୧୯।୫।୨୦୨୦ ଅନୁସାରେ ଇଞ୍ଚଳ ପଞ୍ଚାୟତର ଇଞ୍ଚଳ ହାଇସ୍କୁଲ ଆଇସୋଲେଶନ କେନ୍ଦ୍ର ଏବଂ ଶାଳନିଆ ପଞ୍ଚାୟତର ଶାଳନିଆ ହାଇସ୍କୁଲ କୋଭିଡ କେୟାର ସେଣ୍ଟରକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି। ୨୬ ତାରିଖ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହି କଣ୍ଟେନମେଣ୍ଟ ଅବଧି ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଶର୍ଟ ସର୍କିଟରୁ ମୁଖ୍ୟମନ୍ତ୍ରୀ ବସ୍‌ରେ ଲାଗିଲା ନିଆଁ, ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ୨୦ ଯାତ୍ରୀଙ୍କ ଜୀବନ

ବେଲଗୁଣ୍ଠା, ୨୩ା୭(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ବେଲଗୁଣ୍ଠା ବ୍ଲକ ଅଞ୍ଚଳରେ ଏକ ବଡ଼ ଧରଣର ବସ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଡ୍ରାଇଭରଙ୍କ ସମୟୋଚିତ ପଦକ୍ଷେପ ଯୋଗୁଁ ବସରେ…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri