୪ ବର୍ଷ ପରେ ବି ହଟିଲାନି ଗ୍ରାମପଞ୍ଚାୟତ ଲେଖାଥିବା ଗେଟ

ଚମ୍ପୁଆ, ୬।୮(ଡି.ଏନ.ଏ.)- ୪ ବର୍ଷ ପରେ ବି ଚମ୍ପୁଆ ଏନଏସିର ମୁଖ ଶାଳାରେ ଥିବା ଗେଟରେ ଏବେବି ଚମ୍ପୁଆ ପଞ୍ଚାୟତ ଲେଖା ହୋଇଥିବା ଦେଖିବାକୁ ମିଳିଛି। ୪ ବର୍ଷ ଧରି ଏନଏସି ପକ୍ଷରୁ ପୂର୍ବ ପଞ୍ଚାୟତ କାର୍ଯ୍ୟାଳୟରେ ଚମ୍ପୁଆ ବିଜ୍ଞାପିତ ପରିଷଦ ବୋର୍ଡ ଲଗାଯାଇ ଅଫିସ କାର୍ଯ୍ୟ କରାଯାଉଥିଲେ ମଧ୍ୟ ମୁଖ୍ୟ ଫାଟକରେ ଚମ୍ପୁଆ ଗ୍ରାମ ପଞ୍ଚାୟତ ଲେଖା ହୋଇଥିବା ବିଭାଗୀୟ କର୍ତ୍ତୃପକ୍ଷଙ୍କ ପାରିବା ପଣିଆକୁ ପଦାରେ ପକାଇଛି। ଏନଏସି ଗଠନ ହେବା ଦିନଠାରୁ ୧୩ ଗୋଟି ୱାର୍ଡର ମୌଳିକ ସୁବିଧାକୁ ଆଖି ଆଗରେ ରଖି ରାସ୍ତାଘାଟ ପାନୀୟ ଜଳ ଓ ଆଲୋକ ବ୍ୟବସ୍ଥାକୁ ଗୁରୁତର ସହ କାର୍ଯ୍ୟ କରାଯାଉଥିଲେ ମଧ୍ୟ ୩ଜଣ କାର୍ଯ୍ୟନିର୍ବାହୀ ଅଧିକାରୀ ବର୍ତ୍ତମାନ ସୁଦ୍ଧା ଅବସ୍ଥାପିତ ହୋଇଥିଲେ ହେଁ ଏହି ଗେଟ୍‌ର ଲେଖାଟି ପରିବର୍ତ୍ତନ କରାଯାଇପାରିନାହିଁ।ଫଳରେ ଚମ୍ପୁଆ ଏନଏସି ପ୍ରତି ଏହା କୁଠାରଘାତ କରୁଥିବା ସ୍ଥାନୀୟ ଜନସାଧାରଣ ମତଦେଇଛନ୍ତି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଏବଂ ଏହାର ଲେଖା ପରିବର୍ତ୍ତନ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri