୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର: ସିଆଇଏସ୍‌ଏଫ୍‌ କନଷ୍ଟେବଳ ଗିରଫ

ପାରାଦୀପ,୧୯ା୧(ସ୍ବ.ପ୍ର.): ପାରାଦୀପ ଅଞ୍ଚଳରେ ଶନିବାର ୪ ବର୍ଷୀୟା ନାବାଳିକାଙ୍କୁ ଜଣେ ସିଆଇଏସ୍‌ଏଫ୍‌ (ସେଣ୍ଟ୍ରାଲ୍‌ ଇଣ୍ଡଷ୍ଟ୍ରିଆଲ୍‌ ସିକ୍ୟୁରିଟି ଫୋର୍ସ)ର କନଷ୍ଟେବଳ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଆଧାରରେ ପାରାଦୀପ ଅଭୟଚାନ୍ଦପୁର ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ସିଆଇଏସ୍‌ଏଫ(ଫାୟାରଓ୍ବିଙ୍ଗ) ହେଡ୍‌ କନଷ୍ଟେବଳ ଏମ୍‌. କାଣ୍ଡାସ୍ବାମୀ (୪୯)। କାଣ୍ଡାସ୍ବାମୀ ରହୁଥିବା ବ୍ଲକରେ ସମ୍ପୃକ୍ତା ନାବାଳିକା ରହୁଥିଲେ। ଫଳରେ ସେ ସକାଳେ ଚକୋଲେଟ ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ଘରକୁ ଡାକି ଆଣିଥିଲେ। ପରେ ତାଙ୍କୁ ବଳାତ୍କାର କରିଥିଲେ। ଏ ସମ୍ପର୍କରେ ନାବାଳିକାଙ୍କ ମା’ଜାଣିବାପରେ ଥାନାରେ ଅଭିଯୋଗ କରିଥିଲେ। ଆଗରୁ ମଧ୍ୟ ସେ ସମ୍ପୃକ୍ତା ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦର୍ଶାଯାଇଛି। ଏନେଇ ଏକ ମାମଲା ସଂଖ୍ୟା-୮/୨୦ ରୁଜୁ ହୋଇଛି। ସିଆଇଏସ୍‌ଏଫ ପକ୍ଷରୁ କାଣ୍ଡାସ୍ବାମୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ମିଳିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri