Posted inଜାତୀୟ

୭ ଭାରତୀୟ ଧୀବରଙ୍କୁ ଗିରଫ କଲା ଶ୍ରୀଲଙ୍କା ନୌସେନା

ରାମେଶ୍ୱରମ୍‌,୧୩।୮: ଶ୍ରୀଲଙ୍କା ନୌସେନା ପକ୍ଷରୁ ୭ ଜଣ ଭାରତୀୟ ଧୀବରଙ୍କୁ ଗିରଫ କରାଯାଇଛି। ସେମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗ ଶ୍ରୀଲଙ୍କା କରିଛି। ରାମେଶ୍ୱରମ୍‌ ନିକଟରେ ଥିବା ଡେଲପ୍ଟ ଦ୍ୱୀପ ଅଞ୍ଚଳରେ ସେମାନେ ମାଛ ଧରୁଥିଲେ। ଧୀବରମାନଙ୍କୁ ଶ୍ରୀଲଙ୍କାର ଖାଙ୍ଗେସ୍‌ ଥୁରାଇ ଶିବିରକୁ ଅଧିକ ପଚରାଉଚରା ପାଇଁ ନିଆଯାଇଛି। ଧୀବରଙ୍କ ଦ୍ୱାରା ବ୍ୟବହୃତ ହେଉଥିବା ମାଛଧରା ବୋଟ୍‌ ଏବଂ ଜାଲକୁ ଜବତ କରାଯାଇଥିବା କୁହାଯାଉଛି। ଏହାପୂର୍ବରୁ ଜୁଲାଇ ୨୮ରେ ଶ୍ରୀଲଙ୍କା ୭ ଭାରତୀୟ ଧୀବରଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri