Posted inଜାତୀୟ

୪ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କଲା ବାୟୁସେନା

ଜମ୍ମୁ,୨୦ା୮(ପି.ଟି.): ଜମ୍ମୁରେ ପ୍ରବାହିତ ତାଓ୍ବି ନଦୀରେ ବନ୍ୟା ଆସିଥିବାବେଳେ ସେଠାରେ ଫସିରହିଥିବା ୪ ମତ୍ସ୍ୟଜୀବୀଙ୍କୁ ସୋମବାର ବାୟୁସେନା ଉଦ୍ଧାର କରିଛି। ଖରାପ ପାଗ ଓ ବନ୍ୟାଜଳର ପ୍ରଖର ସ୍ରୋତକୁ ଖାତିର ନ କରି ବାୟୁସେନା ଦୁଃସାହସର ସହିତ ହେଲିକପ୍ଟର ଯୋଗେ ମତ୍ସ୍ୟଜୀବୀମାନଙ୍କୁ ଉଦ୍ଧାର କରିବାରେ ସକ୍ଷମ ହୋଇଥିଲା। ସେମାନେ ଏକ ନିର୍ମାଣାଧୀନ ବ୍ରିଜ୍‌ର ନିମ୍ନ ଭାଗରେ ରହିଯାଇଥିଲେ। ପ୍ରବଳ ବର୍ଷା ଯୋଗୁ ଉକ୍ତ ନଦୀର ଜଳପତ୍ତନ ହଠାତ୍‌ ବଢ଼ିଯାଇଥିଲା। ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀ ଏବଂ ପୋଲିସ ସେମାନଙ୍କ ପାଖରେ ପହଞ୍ଚତ୍ବାରେ ବିଫଳ ହେବା ପରେ ବାୟୁସେନାକୁ ଡକାଯାଇଥିଲା।
ବାୟୁସେନା ଯବାନମାନେ ହେଲିକପ୍ଟରରୁ ଦଉଡି ସହାୟତାରେ ୨ ଥରରେ ୪ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରିଥିଲେ। ହେଲିକପ୍ଟର ଘଟଣାସ୍ଥଳରେ ପହଞ୍ଚତ୍ବା ପରେ ଯବାନମାନେ ବ୍ରିଜ୍‌ର ପିଲାର ନିକଟରେ ଥିବା ସ୍ଲାବ୍‌ ଉପରେ ଓହ୍ଲାଇଥିଲେ। ସେମାନେ ୨ ଜଣ ଲେଖାଏ ମତ୍ସ୍ୟଜୀବୀଙ୍କୁ ହେଲିକପ୍ଟରରୁ ଝୁଲୁଥିବା ଦଉଡିରେ ବାନ୍ଧିଥିଲେ। ପରେ ହେଲିକପ୍ଟର ସେମାନଙ୍କୁ ନେଇ ନିରାପଦ ସ୍ଥାନରେ ଓହ୍ଲାଇଥିଲା। ଅନ୍ୟ ଏକ ଘଟଣାରେ ହର୍‌କୀ ପୌଡ଼ି ନିକଟରେ ବନ୍ୟାପାଣି ଘେରରେ ରହିଯାଇଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ଟିମ୍‌ ଉଦ୍ଧାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri