୪ ମହାନଗର ନିଗମରେ ଯୋଗାଯିବ ‘ଆକ୍ୱାଗାର୍ଡ’ ଜଳ

ଭୁବନେଶ୍ୱର,୧୭।୬(ବ୍ୟୁରୋ):ରାଜ୍ୟରେ ୪ଟି ମହାନଗର ନିଗମରେ ଖୁବ୍‌ଶୀଘ୍ର ଟ୍ୟାପ୍‌ ଯୋଗେ ୨୪ଘଣ୍ଟିଆ ବିଶୁଦ୍ଧ ପାନୀୟଜଳ ଯୋଗାଣ ଉପଲବ୍ଧ ହେବ। ଲୋକେ ସିଧାସଳଖ ଏହି ଟ୍ୟାପ୍‌ରୁ ଆକ୍ୱାଗାର୍ଡ ମାନର ପାଣି ପାଇପାରିବେ। ରାଜଧାନୀର କେତେକ ଓ୍ବାର୍ଡରେ ପ୍ରଥମ ପର୍ଯ୍ୟାୟରେ ଏଭଳି ଜଳ ଯୋଗାଣ ଆରମ୍ଭ ହୋଇଛି। ସେହିପରି ବ୍ରହ୍ମପୁର, ପୁରୀ ଏବଂ କଟକରେ ମଧ୍ୟ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ। ଏହି ତାଲିକାରେ ସମ୍ବଲପୁର ମହାନଗର ନିଗମକୁ ଅନ୍ତର୍ଭୁକ୍ତ କରିବା ଲାଗି ସରକାରୀସ୍ତରରେ ମତ ପ୍ରକାଶ ପାଇଛି। ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ବୁଧବାର ଓ୍ବାଟେକାର ପାନୀୟ ଜଳ ଯୋଗାଣ ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ଓ୍ବାଟେକାର ପରିଚାଳନା ନିର୍ଦ୍ଦେଶକ ପି.କେ. ସ୍ବାଇଁଙ୍କ ସମେତ ଅନ୍ୟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ…

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍‌ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri