Posted inଜାତୀୟ

୪ ରାଜ୍ୟରେ ବିଧାନସଭା ଉପନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୨୫।୮: ସେପ୍ଟେମ୍ବର ୨୩ରେ ୪ ରାଜ୍ୟର ବିଧାନସଭା ଉପନିର୍ବାଚନ ହେବ। ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଛତିଶଗଡ଼ର ଦନ୍ତଓ୍ବାଡ଼ା, କେରଳର ପାଲା, ତ୍ରିପୁରାର ବଧର ଘାଟ ଏବଂ ଉତ୍ତରପ୍ରଦେଶ ହମିରପୁରରେ ଉପନିର୍ବାଚନ ହେବ ବୋଲି ଏହି ବିଜ୍ଞପ୍ତିରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ…

କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀଷର୍ର୍ରେ ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର…

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ…

ମିଳିଲାନି କାନ୍ଧ: ସାଇକେଲରେ ବୁହା ହେଲା ବୁଦ୍ଧାଙ୍କ ମୃତଦେହ

ପାଇକମାଳ,୨୫।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ କଣ୍ଟାପଡ଼ାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। କଣ୍ଟାପଡ଼ାର ବୃଦ୍ଧା ଜୟନ୍ତୀ ବଛା(୮୦)ଙ୍କ ଗୁରୁବାର ସକାଳ ପ୍ରାୟ ୮ଟାରେ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri