୪ ଶିଶୁ ଶ୍ରମିକ ଉଦ୍ଧାର

ସୁକିନ୍ଦା,୬।୮(ଡି.ଏନ୍‌.ଏ.) – ଦୀର୍ଘଦିନ ଧରି ଇଟାଭାଟିଠାରୁ ଆରମ୍ଭ କରି ମୋଟରସାଇକେଲ ଗ୍ୟାରେଜ ଏବଂ ଢାବାରେ ଶିଶୁ ଶ୍ରମିକଭାବେ ଏକ ରକମ ବନ୍ଧକ ରହିଥିବା ୪ ଶିଶୁ ଶ୍ରମିକଙ୍କୁ ସୋମବାର ସୁକିନ୍ଦା ପୋଲିସ ଉଦ୍ଧାର କରିଛି। ଉଦ୍ଧାର ଶିଶୁ ଶ୍ରମିକଙ୍କୁ ସିଡବ୍ଲ୍ୟୁସିକୁ ହସ୍ତାନ୍ତର କରାଯାଇଥିବା ଥାନାଧିକାରୀ ସୂଚନା ଦେଇଛନ୍ତି। ସୁକିନ୍ଦା ଥାନା ଅଧିକାରୀ ବିଚିତ୍ରାନନ୍ଦ ସେଠୀଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ ସୋମବାର ବିଭିନ୍ନ ସ୍ଥାନରେ ଚଢାଉ କରିଥିଲେ। ଚଢାଉବେଳେ ସୁକିନ୍ଦା ବ୍ଲକ ହରିପୁର ମହାବିଦ୍ୟାଳୟ ପାର୍ଶ୍ୱରେ ଥିବା ଇଟାଭାଟରେ କାଳିଆପାଣି ଅଞ୍ଚଳର ଜଣେ ଏବଂ ଢେଙ୍କାନାଳ ଜିଲାର ୨ଜଣଙ୍କୁ ଉଦ୍ଧାର କରିଥିଲେ। ସେହିପରି ସୁକିନ୍ଦା ଥାନା ଅନ୍ତର୍ଗତ ଏକ ମଟରସାଇକେଲ ଗ୍ୟାରେଜରୁ ଜଣଙ୍କୁ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

ଫ୍ଲାଇଟ୍ ବିଳମ୍ବ ହେବାରୁ ନଷ୍ଟ ହେଲା ଚାଷୀଙ୍କ ଗଛ ! ଏୟାରଏସିଆକୁ କୋର୍ଟଙ୍କ ବଡ଼ ଝଟ୍‌କା, କ୍ଷତିପୂରଣ ଶୁଣିଲେ…

ନୂଆଦିଲ୍ଲୀ,୧୧।୬: ଏୟାର ଏସିଆ ବିମାନ କମ୍ପାନୀର ଉଡ଼ାଣ ବିଳମ୍ବ ଯୋଗୁଁ କେରଳର ଜଣେ ଚାଷୀଙ୍କ ଏକ ଗଛ ନଷ୍ଟ ହୋଇଗଲା। କେରଳର ପାଲକ୍କଡର ବାସିନ୍ଦା ଅବଦୁଲ ଅଜିଜ ହାଇବ୍ରିଡ୍…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

କୁଲାଡ ରଥଯାତ୍ରା ପ୍ରସ୍ତୁତି ଚାଲିଛି: ଦେବସ୍ନାନ ପୂର୍ଣ୍ଣିମା ପାଇଁ ସେବାୟତଙ୍କ ସହ ଆଲୋଚନା

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ରଥାଯାତ୍ରା ପାଇଁ ପ୍ରସ୍ତୁତି ଦ୍ରୁତ ଗତିରେ ଚାଲିଛି। ଗୁରୁବାର ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri