Posted inଜାତୀୟ

୪ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀ ଗିରଫ

କୋଲକତା,୨୫।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମି ନ ଥିବାବେଳେ ଏବେ ଏଠାରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା କୁହାଯାଉଛି। ସ୍ପେଶାଲ ଟ୍ୟାକ୍ସ୍‌ ଫୋର୍ସ ପକ୍ଷରୁ କୋଲକତାର ସିଆଲଦା ରେଳ ଷ୍ଟେଶନର ପାର୍କିଂ ଅଞ୍ଚଳରେ ଚଢ଼ାଉ କରାଯାଇ ୪ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି। ସନ୍ଦିଗ୍ଧମାନେ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀ ସଂଗଠନ ସହିତ ଜଡ଼ିତ ଥିବା ସ୍ପେଶାଲ ଟ୍ୟାକ୍ସ୍‌ ଫୋର୍ସ ସୂଚନା ଦେଇଛି। ଗିରଫ ସନ୍ଦିଗ୍ଧଙ୍କ ମଧ୍ୟରୁ ୩ ଜଣ ବାଂଲାଦେଶୀ ଥିବାବେଳେ ଜଣେ ଭାରତୀୟ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri