Posted inଜାତୀୟ

୪୦ ବୁଥ୍‌ରେ ସମସ୍ତ କର୍ମଚାରୀ ମହିଳା

ମୁମ୍ବାଇ,୨୭ା୪(ପି.ଟି.): ମୁମ୍ବାଇ ଲୋକ ସଭା ନିର୍ବାଚନ ମଣ୍ଡଳୀର ୪୦ଟି ବୁଥ୍‌ରେ କେବଳ ମହିଳା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ମହିଳା ସଶକ୍ତୀକରଣ ସମ୍ପର୍କରେ ସଚେତନତା ସୃଷ୍ଟିକରିବା ପାଇଁ ପ୍ରଥମ ଥର ଲାଗି ନିର୍ବାଚନ କମିଶନ ଏଭଳି ଏକ ପଦକ୍ଷେପ ନେଇଥିବା ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଦିଲୀପ ଶିନ୍ଦେ ପ୍ରକାଶ କରିଛନ୍ତି। ୨୬ଟି ବୁଥ୍‌ ମୁମ୍ବାଇର ଉପାନ୍ତ ଅଞ୍ଚଳରେ ଥିବାବେଳେ ଅନ୍ୟଗୁଡିକ ସହର ମଧ୍ୟରେ ରହିଛି। ପ୍ରତ୍ୟେକ ବୁଥ୍‌ରେ ୬ ମହିଳା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଜିଲାପାଳଙ୍କ ଦ୍ୱାରା ଏଭଳି ଏକ ଅଭିନବ ପନ୍ଥା ଅବଲମ୍ବନ କରାଯାଇଛି। ଭୋଟ ଦେବାକୁ ଆସୁଥିବା ପ୍ରତ୍ୟେକ ମହିଳାଙ୍କୁ ଏକ ପ୍ୟାକେଟ ସାନିଟାରି ନାପକିନ୍‌ ଯୋଗାଇ ଦିଆଯିବ। ଏହି ଉଦ୍ଦେଶ୍ୟରେ ଜିଲା ପ୍ରଶାସନ ୧୬,୦୦୦ ସାନିଟାରି ନାପକିନ୍‌ କ୍ରୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri