Posted inପୁରୀ

୪୧ ଶ୍ରମିକଙ୍କୁ ବସ୍‌ରେ ପଠାଇଲା ପ୍ରଶାସନ

ପିପିଲି,୨୧ା୫(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ପୋଲିସ ଉଦ୍ୟମରେ ଗୁରୁବାର ୪୧ଜଣ ଶ୍ରମିକ ଏକ ସ୍ବତନ୍ତ୍ର ବସ୍‌ରେ ନିଜ ଅଞ୍ଚଳକୁ ଫେରିଛନ୍ତି। ଲକ୍‌ଡାଉନ ଅବଧି ବଢ଼ିବା ପରେ ଶ୍ରମିକମାନେ ଚାଲିଚାଲି ଯାଉଥିଲେ। ପୋଲିସ ସେମାନଙ୍କୁ ଅଟକାଇବା ସହ ଖାଦ୍ୟର ବ୍ୟବସ୍ଥା କରିଥିଲେ। ଏ ନେଇ ଥାନା ଅଧିକାରୀ ଏସ୍‌ପି ଡ. ଉମାଶଙ୍କର ଦାସଙ୍କୁ ଜଣାଇଥିଲେ। ଏହା ପରେ ଏସ୍‌ପି ଦାସ ଏକ ସ୍ବତନ୍ତ୍ର ବସ ପିପିଲି ଥାନାକୁ ପଠାଇଥଲେ। ଉକ୍ତ ବସ୍‌ରେ ୧୨ ଜଣ ମୟୂରଭଞ୍ଜ ଓ ୨୯ଜଣ ଶ୍ରମିକ ପଶ୍ଚିମବଙ୍ଗ ଯାଇଥିବା ଆଇଆଇସି ଶରତ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୯ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ…

ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ୟାଦାଦ୍ରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ…

ଥାନା ଭିତରେ ଜନ୍ମ ଦିନ, ବିବାହ ବାର୍ଷିକୀ କେକ୍‌ କଟା, ଫଟୋ ଭାଇରାଲ୍‌

ଗୋପ,୨୮।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ଥାନା ପରିସରରେ ଜନ୍ମ ଦିନ ଏବଂ ବିବାହ ବାର୍ଷିକୀ ଲାଗି କେକ କଟା ଘଟଣା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri