୪୨ ହାବିଲଦାର ମେଜରଙ୍କ ପଦୋନ୍ନତି

କଟକ ଅଫିସ, ୧୦ା୧୦- ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟରତ ୪୨ଜଣ ହାବିଲଦାର ମେଜରଙ୍କୁ ଡ୍ରିଲ୍‌ ସବ୍‌-ଇନ୍ସପେକ୍ଟର ପଦବୀକୁ ପଦୋନ୍ନତି ଦିଆଯାଇଛି। ଗୁରୁବାର ଏ ନେଇ ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଡିଜିପି ବିଜୟ କୁମାର ଶର୍ମାଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପୋଲିସ କେନ୍ଦ୍ରୀୟ ମନୋନୟନ ବୋର୍ଡ ଏହି ପଦୋନ୍ନତିକୁ ସ୍ବୀକୃତି ପ୍ରଦାନ କରିଛି। ପଦୋନ୍ନତି ପାଇଥିବା ହାବିଲଦାର ମେଜର ହେଲେ ସହଦେବ ସେଠୀ, ବୃନ୍ଦାବନ ଦଳାଇ, ନୀଳକଣ୍ଠ ଦିଗଲ, ତ୍ରିଲୋଚନ ସେଠୀ, ବନମାଳୀ ବେହେରା, ଗୋପାଳ ସେଠୀ, ପ୍ରଫୁଲ୍ଲ ଚନ୍ଦ୍ର ସେଠୀ, ପିଟର କିଶୋର ବେକ୍‌, ଅର୍ଜୁନ ନାଏକ, ପବିତ୍ର ମୋହନ ନାଏକ, ସୀମାଚଳ ଦାଶ, ପରମାନନ୍ଦ ବିଶୋଇ, ଦେବେନ୍ଦ୍ର କୁମାର ଜେନା, ଘନଶ୍ୟାମ ଆଚାର୍ଯ୍ୟ, ବିଜୟ କୁମାର ଆଚାର୍ଯ୍ୟ, ପଞ୍ଚାନନ ସାହୁ, ପ୍ରାଣବନ୍ଧୁ ସେଠୀ, ଶୁଭ୍ରାନ୍ତ ମହାନନ୍ଦିଆ, ପାଣୁଆ ବେହେରା, କ୍ଷେତ୍ରବାସୀ ସାହୁ, ନଗେନ୍ଦ୍ର ନାଥ ମହାନ୍ତି, ରଜନୀକାନ୍ତ ଚୌଧୁରୀ, ଦିଗେନ୍ଦ୍ର ତ୍ରିପାଠୀ, ଚତୁର୍ଭୁଜ ସାହୁ, ନାରାୟଣ ସାବତ, ଭିକାରି ଚନ୍ଦ୍ର ପଣ୍ଡା, ରବୀନ୍ଦ୍ର କୁମାର ମହାନ୍ତି, ଅଭିମନ୍ୟୁ ଖଡାଙ୍ଗା, ଦାଶରଥି ବର୍ମା, ଧନେଶ୍ୱର ଦାଶ, ସତ୍ୟବ୍ରତ ମହାକୁଡ଼, ଅନ୍ନଦା ଶଙ୍କର ସାହୁ, ନବକିଶୋର ଦାସ, ମହମ୍ମଦ ଶମିମ୍‌, ଲଳିତ ମୋହନ ଉଦୟସିଂ, ଚୈତନ୍ୟ ସେଠୀ, ମଞ୍ଚନ ଲାକ୍ରା, ପାଓଲସ ସଏ, ଡମ୍ବରୁଧର ମୁଣ୍ଡା, ସାୟୁନ କେରକେଟା, କିଶୋର ଚନ୍ଦ୍ର ପ୍ରଧାନ ଓ ମୋହନ ଚନ୍ଦ୍ର ମଲ୍ଲିକ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri