୪୪ ବର୍ଷରେ ଛୋଟ ପରଦାର କୁଇନ୍‌ ଏକତା

ଛୋଟ ପରଦାର କୁଇନ୍‌ ଏକତା କପୁରଙ୍କ ଆଜି ହେଉଛି ୪୪ତମ ଜନ୍ମଦିନ। ମେ’ ୭ରେ ଜନ୍ମଗ୍ରହଣ କରିଥିବା ଏକତା ବର୍ତ୍ତମାନ ସମୟରେ ଟେଲିଭିଜନ ଦୁନିଆର ଜଣେ ସଫଳ ତଥା ଚର୍ଚ୍ଚିତ ପ୍ରଯୋଜିକା। ଧାରାବାହିକଠାରୁ ଆରମ୍ଭ କରି ଓ୍ବେବ୍‌ ସିରିଜ୍‌ ପର୍ଯ୍ୟନ୍ତ ସବୁଠି ତାଙ୍କର ରାଜ୍‌। ଏକତାଙ୍କୁ ଷ୍ଟାର ମେକର କହିଲେ ମଧ୍ୟ କିଛି ଭୁଲ ହେବ ନାହିଁ। ସେ ହେଉଛନ୍ତି ଏପରି ଜଣେ ପ୍ରଯୋଜିକା ଯିଏକି ଛୋଟ ପରଦାରୁ ମୋଟା ଅଙ୍କର ଆୟ କରୁଛନ୍ତି।
୨୩ ବର୍ଷ ପୂର୍ବେ ଏକତା ‘ମାନୋ ୟା ନା ମାନେ’ ସିରିିଏଲ୍‌ରୁ ଟେଲିଭିଜନ ଦୁନିଆରେ ପାଦ ରଖିଥିଲେ। ଏହା ପରେ ‘ହମ୍‌ ପାଞ୍ଚ’, ‘କୋଶିଶ-ଏକ ଆଶା ଏବଂ କସମ ଆଦି ଧାରାବାହିକ କରିଥିଲେ। ଏହି ଧାରାବାହିକଗୁଡିକ ତାଙ୍କୁ ଛୋଟ ପରଦାରେ ସ୍ବତନ୍ତ୍ର ପରିଚୟ ଆଣିଦେଇଥିଲା। ଏହା ପରେ ସେ ଆଉ ପଛକୁ ଫେରି ଚାହିଁ ନାହାନ୍ତି। ଗୋଟିଏ ପରେ ଗୋଟିଏ ସଫଳ ଧାରାବାହିକ ଦର୍ଶକଙ୍କୁ ଭେଟିଦେଇ ଚାଲିଛନ୍ତି। ତାଙ୍କ ସଫଳ ଧାରାବାହିକ ମଧ୍ୟରେ ରହିଛି ‘କ୍ୟୁଁ କି ଶାସ ଭି କଭି ବୋହୂ ଥୀ’, ‘କାହାନୀ ଘର୍‌ ଘର୍‌ କି’, ‘କସୌଟି ଜିନ୍ଦେଗୀ କି’, ‘କହିଁ ତୋ ହୋଗା’, ’କୁଟୁମ୍ବ’ ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri