Posted inଜାତୀୟ

୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ର ହୋଇଥିଲା ଭାରତ

ନୂଆଦିଲ୍ଲୀ,୧୮ା୫: ଭାରତ ୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ରର ମାନ୍ୟତା ଳାଭ କରିଥିଲା। ୧୯୭୪ ମେ ୧୮ରେ ରାଜସ୍ଥାନ ପୋଖରାନରେ ଏନେଇ ସଫଳ ପରୀକ୍ଷା ହୋଇଥିଲା। ଭାରତ ଶାନ୍ତି ପ୍ରୟାସରେ ଏହାର ଉପଯୋଗ କରିବ ବୋଲି ପ୍ରତିଶ୍ରୁତି ଦେଇଥିଲା। ତତ୍କାଳନୀ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଏହାକୁ ବୁଦ୍ଧ ହସିଲେ ବୋଲି କହିଥିଲେ। ବୁଦ୍ଧ ପୂର୍ଣ୍ଣିମାରେ ଏହା ସମ୍ପନ୍ନ ହୋଇଥିଲା। ଏଠାରେ୨ ହଜାର ଟିଏନ୍‌ଟି କ୍ଷମତା ବିଶିଷ୍ଟ ବିସ୍ଫୋରକ ବ୍ୟବହୃତ ହୋଇଥିଲା। ସ୍ଥାନୀୟ ଲୋହାରିକା ଗାଁ ନିକଟରେ ଥିବା ମଲକା ଗାଁରେ ଏହି ପରୀକ୍ଷଣ କରାଯାଇଥିଲା। ଏଠାରେ ଏକ ସ୍ମାରକ ମଧ୍ୟ ନିର୍ମିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାନ ଚୋରି ମାମଲାରେ ହୋଇପାରେ ବଡ଼ କାର୍ଯ୍ୟାନୁଷ୍ଠାନ, ୧୦୦ କର୍ମଚାରୀଙ୍କୁ କରାଯିବ ବହିଷ୍କାର !

ଅଯୋଧ୍ୟା,୧୭।୭: ଅଯୋଧ୍ୟା ରାମ ମନ୍ଦିର ଦାନ ଚୋରି ଘଟଣାର SIT ତଦନ୍ତ ପରେ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଚାଲିଛି। ମିଳିଥିବା ସୂଚନା ମୁତାବକ, ସୁପାରିଶ…

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ…

ସଂସଦର ମୌସୁମୀ ଅଧିବେଶନ: ୭ଟି ବଡ଼ ବିଲ୍ ଆଗତ କରିବେ ସରକାର; ଗରମ ହେବ ‘ବନ୍ଦେ ମାତରମ୍’ ମୁଦ୍ଦା, ଜାଣନ୍ତୁ କେବେ ଆରମ୍ଭ?

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ଏବଂ ଏହିଥର କେନ୍ଦ୍ର ସରକାର ଅଧିବେଶନରେ ୭ଟି ବଡ଼ ବିଲ୍ ପେଶ୍ କରିବେ। ଏଥିମଧ୍ୟରୁ ୨ଟି ପୁରୁଣା…

ଆସୁଛି ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍, ଆରବିଆଇ ଜାରି କଲା….

ନୂଆଦିଲ୍ଲୀ,୧୭।୭: ଦେଶରେ ଖୁବ୍‌ଶୀଘ୍ର ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ହେବାକୁ ଯାଉଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ମୁଦ୍ରା ବ୍ୟବସ୍ଥାରେ ଏହି ଗୁରୁତ୍ୱପୂର୍ଣ୍ଣ ଏବଂ ଆଧୁନିକ…

ବଡ଼ ଖୁଲାସା କଲେ ଆମିର ଖାନ୍‌: 3 idiots ସୋନମ ୱାଙ୍ଗଚୁକଙ୍କ ଉପରେ ଆଧାରିତ ନୁହେଁ, ଜାଣନ୍ତୁ କ’ଣ କହିଲେ…

ମୁମ୍ବାଇ: ଶିକ୍ଷାବିତ୍‌ ତଥା ସମାଜସେବୀ ସୋନମ ୱାଙ୍ଗଚୁକ ୨୦ ଦିନ ହେବ ଦିଲ୍ଲୀର ଯନ୍ତର ମନ୍ତରଠାରେ ଅନଶନରେ ବସିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ଓଜନ ମଧ୍ୟ…

ଦେଶରେ ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କେତେ ଖାସ୍‌ ଏହି ଟ୍ରେନ୍‌

ନୂଆଦିଲ୍ଲୀ,୧୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶରେ ନିର୍ମିିତ ପ୍ରଥମ ହାଇଡ୍ରୋଜେନ୍‌ ଫ୍ୟୁଏଲ ସେଲ ଟ୍ରେନ୍‌କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ସହିତ ଭାରତ…

ଆନ୍ଧ୍ରପ୍ରଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ୪, ହାଇ ଆଲର୍ଟରେ…

ଅମରାବତୀ,୧୭।୭: ଆନ୍ଧ୍ରରେ ମାଡୁଛି କରୋନା ଭାଇରସ୍ । ରାଜ୍ୟ ସ୍ୱାସ୍ଥ୍ୟ କମିଶନର ଜି. ବୀରାପାଣ୍ଡିଆନ୍ କହିଛନ୍ତି ଯେ ଜୁନ୍ ୨୬ ରୁ ଜୁଲାଇ ୧୬ ମଧ୍ୟରେ ରାଜ୍ୟରେ…

ବଙ୍ଗୋପସାଗରରେ ବୁଡ଼ିଗଲା ଦୁଇ ଡଙ୍ଗା; ୫୦୦ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ,୧୭।୭: ମ୍ୟାନମାରରୁ ଯାଇଥିବା ୫୦୦ ରୁ ଅଧିକ ଲୋକ ସମୁଦ୍ରରେ ନିଖୋଜ ହେବାର ଆଶଙ୍କା କରାଯାଉଛି। ଖରାପ ପାଗ ଯୋଗୁ ମ୍ୟାନମାର ଉପକୂଳ ନିକଟରେ ଦୁଇଟି ଡଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri