Odisha Elections 2024

୪୫, ୦୨୭ ଭୋଟରେ ଅନୁଭବ ଆଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧,୫୩,୦୦୧ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ୧,୦୭,୯୭୪ ଭୋଟ ପାଇଛନ୍ତି। ଅନୁଭବ ଏବେ ସୁଦ୍ଧା ବୈଜୟନ୍ତଙ୍କଠାରୁ ୪୫,୦୨୭ ଭୋଟରେ ଆଗରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନକବର୍ଦ୍ଧନଙ୍କ ଭବିଷ୍ୟବାଣୀ: ଏତିକି ଆସନ ସହ ଓଡ଼ିଶାରେ ସରକାର ଗଢିବ ଭାଜପା

ଭୁବନେଶ୍ୱର, ୨୬।୫: ଓଡ଼ିଶାରେ ୩ୟ ପର୍ଯ୍ୟାୟ ନିର୍ବାଚନ ସରିଛି। ଏଥର ଭାଜପା ଦୁଇ ତୃତୀୟାଂଶ ସଂଖ୍ୟା ଗରିଷ୍ଠତାରେ ସରକାର ଗଢ଼ିବାକୁ ଯାଉଛି ବୋଲି ଗଣମାଧ୍ୟମ ଏବଂ...

ମାନସିକ ସ୍ଥିତି ହରାଇ ବସିଲେଣି ମୋଦି: କାହିଁକି ଏମିତି କହିଲେ କଂଗ୍ରେସ ପ୍ରଭାରୀ

ଭୁବନେଶ୍ୱର, ୨୬।୫: ପରାଜୟ ଭୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାନସିକ ସ୍ଥିତି ହରାଇ ବସିଲେଣି। ସେଥିପାଇଁ ସେ ଅତ୍ୟନ୍ତ ନିମ୍ନରୁଚିର କଥାବାର୍ତ୍ତା କରୁଛନ୍ତି। ଆଶାରାମ ବାପୁ,...

୨୯ରେ ଖାର୍ଗେ, ୩୦ରେ ରାହୁଲ ଆସିବେ ଓଡ଼ିଶା

ଭୁବନେଶ୍ୱର,୨୬।୪: ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଆସନ୍ତା...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଚାଲିଛି ମୂଲ୍ୟାଙ୍କନ, ଏହି ଦଳ ମାରିବ ବାଜି…

ହାଟଡିହୀ,୨୬ା୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନୀ ପରୀକ୍ଷା ସରିଯାଇଛି। କାହା ସପକ୍ଷରେ କେତେ ଭୋଟ୍‌ ଯିବ ତାକୁ ନେଇ ଏବେ ମୂଲ୍ୟାଙ୍କନ ଚାଲିଛି। ଜନାଦେଶ ଫଳାଫଳ...

ବିଜେଡି ସରକାର ଗଠନ କରିସାରିଛି, ବିରୋଧୀ ହାଓ୍ବା କରୁଛନ୍ତି: ପାଣ୍ଡିଆନ

ଭୁବନେଶ୍ୱର,୨୬ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ରହିଛି। ଭାଜପା ସରକାର ଗଠନ କରିବ ବୋଲି କହୁଥିବା ବେଳେ ବିଜେଡି ମଧ୍ୟ ଜୋର୍‌...

ଇଭିଏମ୍‌ ଭାଙ୍ଗି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଖୋର୍ଦ୍ଧା/ ବୋଲଗଡ଼, ୨୬ା୫ (ପ୍ରଭାତ ପାଣିଗ୍ରାହୀ/ ଦେବବ୍ରତ ହୋତା): ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ନିକଟ କାଉଁରିପାଟଣାର ୧୧୪ ନମ୍ବର ବୁଥରେ ଶନିବାର...

ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ, ୧୫ ଲକ୍ଷ ଟଙ୍କା ଅତିରିକ୍ତ ସହାୟତା ଘୋଷଣା

କଟକ,୨୫ା୫(କାର୍ତ୍ତିକ ସାହୁ): କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରେ କାର୍ଯ୍ୟରତ ପୋଲିଂ ଅଫିସର ସୁଜାତା ମିତ୍ରଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହାଡ଼ିବନ୍ଧୁ ନୋଡାଲ ହାଇସ୍କୁଲର...

ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫ା୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ମୋଟ୍‌ ୫୯.୭୨% ମତଦାନ ହୋଇଛି। ସେହିପରି ଭୁବନେଶ୍ବରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri