୪୬ ବର୍ଷରେ ପାଦ ଥାପିଲେ ଐଶ୍ଚର୍ଯ୍ୟା ରାୟ ବଚ୍ଚନ

ବଲିଉଡର ନୀଳନୟନା ଐଶ୍ଚର୍ଯ୍ୟା ରାୟ ବଚ୍ଚନ ଆଜି ୪୬ତମ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବିଭିନ୍ନ ମହଲରୁ ଫ୍ୟାନ୍ସମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୧୯୭୩ ନଭେମ୍ବର ୧ ତାରିଖରେ କର୍ଣ୍ଣାଟକର ମାଙ୍ଗାଲୋରରେ ହୋଇଥିଲା । ପିଲାଟି ଦିନୁ ଜଣେ ମେଧାବୀ ଛାତ୍ର ରହିବା ସହିତ ଆକ୍ରିଟେକ୍ଚର୍‌ ହେବାର ଇଚ୍ଛା ମଧ୍ୟ ରଖିଥିଲେ ଐଶ୍ୱର୍ଯ୍ୟା। କିନ୍ତୁ ମଡେଲିଂ ଜଗତକୁ ଆସିବା ପରେ ପାଠ ପଢା ଅଧାରେ ଛାଡିଥିଲେ। ୧୯୯୪ରେ ବିଶ୍ୱ ସୁନ୍ଦରୀ ମୁକୁଟ ବିଜୟୀ ହୋଇଥିଲେ ସେ। ୧୯୯୭ ଫିଲ୍ମମେକର୍‌ ମଣିରତ୍ନମ ତାଙ୍କୁ ତାମିଲ ଫିଲ୍ମ ‘ଇରୁଭର’ରେ ପ୍ରଥମେ ଅଭିନୟର ସୁଯୋଗ ଦେଇଥିଲେ। ସେହିବର୍ଷ ଐଶ୍ୱର୍ଯ୍ୟା ଚଳଚ୍ଚିତ୍ର ଔର୍‌ ପ୍ୟାର୍‌ ହୋ ଗୟା ଜରି ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀରେ ପାଦ ଦେଇଥିଲେ। ଐଶ୍ୱର୍ଯ୍ୟା ୨୦୦୭ ମସିହାରେ ଅଭିଷେକ ବଚ୍ଚନଙ୍କୁ ନିଜ ଜୀବନସାଥି ଭାବେ ବାଛିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri