୪୬୮ ଶ୍ରମିକ ସ୍ବତନ୍ତ୍ର ଟ୍ରେନ ଚଳାଚଳ

ନୂଆଦିଲ୍ଲୀ, ୧୨।୫ – କରୋନା ସଂକ୍ରମଣର ଭୟ ପାଇଁ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ଛାତ୍ରୀଛାତ୍ର, ପର୍ଯ୍ୟଟକ, ତୀର୍ଥଯାତ୍ରୀ ଓ ଅନ୍ୟାନ୍ୟ ଲୋକମାନଙ୍କୁ ଶୀଘ୍ର ଘରକୁ ପଠାଇବା ଲାଗି ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ରେଳ ମନ୍ତ୍ରଣାଳୟ ପକ୍ଷରୁ ବର୍ତ୍ତମାନ ସୁଦ୍ଧା ୪୬୮ଟି ଶ୍ରମିକ ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି । ସୋମବାର ସୁଦ୍ଧା ୩୬୩ ଟି ଟ୍ରେନ ପହଞ୍ଚତ୍ ସାରିଥିବା ବେଳେ ୧୦୮ଟି ଟ୍ରେନ ଗନ୍ତବ୍ୟସ୍ଥଳ ଅଭିମୁଖେ ବାହାରି ସାରିଛି ା ଏଥି ମଧ୍ୟରୁ ଆନ୍ଧ୍ରପ୍ରଦେଶକୁ ୧, ବିହାର ୧୦୦, ହିମାଚଳ ପ୍ରଦେଶ ୧, ଝାଡଖଣ୍ଡ୨୨, ମଧ୍ୟ ପ୍ରଦେଶ ୩୦, ମହାରାଷ୍ଟ୍ର ୩, ଓଡିଶା ୨୫, ରାଜସ୍ଥାନ ୪, ତେଲଙ୍ଗାନା ୨, ଉତ୍ତର ପ୍ରଦେଶ ୧୭୨, ପଶ୍ଚିମବଙ୍ଗ ୨ଏବଂ ତାମିଲନାଡୁରେ ୧ ଟ୍ରେନ ବିଭିନ୍ନ ଷ୍ଟେଶନରେ ପହଞ୍ଚତ୍ ସାରିଛି ା ପ୍ରତି ଟ୍ରେନରେ ୧୨୦୦ଜଣ ଯାତ୍ରୀ ଏବଂ ୨୪ଟି ବଗି ରହିଛି । ପ୍ରତି ବଗିରେ ୭୨ସିଟ ଓ ୫୪ ଜଣ ଯାତ୍ରୀ ଯାତାୟାତ କରୁଛନ୍ତି ା ସେହିଭଳି ଟ୍ରେନଗୁଡିକରେ ସାମାଜିକ ଦୂରତା ଓ ସରକାରୀ ନିୟମକୁ କଡାକଡି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri