୪୭ ଆତଙ୍କବାଦୀ ନିହତ

କାଏରୋ,୧୭।୫: ଇଜିପ୍ଟର ସିନାଇ ଅଞ୍ଚଳରେ ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାରୁ ୫୨ ଜଣଙ୍କ ପ୍ରାଣହାନି ଘଟିଛି। ୪୭ ଆତଙ୍କବାଦୀ ନିହତ ହୋଇଥିବାବେଳେ ୫ ସେନା କର୍ମୀ ପ୍ରାଣ ହରାଇଥିବା ଜଣାପଡ଼ିଛି। ଦକ୍ଷିଣ କେନ୍ଦ୍ରୀୟ ସିନାଇରେ ବିଭିନ୍ନ ପ୍ରକାର ବନ୍ଧୁକ, ବିସ୍ଫୋରକ ସାମଗ୍ରୀ ପାଖରେ ରଖି ଏହି ଆତଙ୍କବାଦୀମାନେ ହିଂସା ଘଟାଉଛନ୍ତି। ଇଜିପ୍ଟ ସୀମାରୁ ୧୫୮ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି। ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ଖଞ୍ଜାଯାଇଥିବା ୩୮୫ ବିସ୍ଫୋରକ ସାମଗ୍ରୀକୁ ନିଷ୍କ୍ରିୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରତନପୁରର ରାବଣ

ଛତିଶଗଡ଼ ବିଳାସପୁର ନିକଟରେ ଥିବା ରତନଗଡ଼ ବା ରତନପୁର ଦୁର୍ଗ ଏକଦା ମଧ୍ୟପ୍ରଦେଶର ଏକ ଅଂଶ ଥିଲା। ଏହି ଦୁର୍ଗରେ ରାବଣର ଏକ ବିରଳ ତଥା ଚମତ୍କାର…

ବିଦ୍ୟୁତ୍‌ ଯୋଗାଣ ବ୍ୟାହତ ଯୋଗୁ ଚାଷ ବାଧାପ୍ରାପ୍ତ: ଚିନ୍ତାରେ ଚାଷୀ

ଲାଠୋର,୨୧ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତର ୫ ଖଣ୍ଡ ଗ୍ରାମର ୨୭ ଜଣ ଚାଷୀଙ୍କ ଏଲଆଇ ପଏଣ୍ଟରୁ ବିଦ୍ୟୁତ ଯୋଗାଣ ବିଚ୍ଛିନ୍ନ ଯୋଗୁ ଚାଷ…

ଯୁକ୍ତ ୨ ପରୀକ୍ଷା ଫଳରେ ବିକାଶର ସଫଳତା: ସମର୍ପିତା-ସତ୍ୟସୁନ୍ଦର କଲେଜ ଟପ୍ପର

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ୱାରା ଆୟୋଜିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳାଫଳକୁ ନେଇ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ ଶାଖାରେ…

ସୀମାନ୍ତକୁ ନଜର ନାହିଁ, ପଶୁଛି ଛତିଶଗଡ଼ ଧାନ: ସବୁଆଡ଼େ ଗଳାବାଟ

ବରଗଡ,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଛି। କିନ୍ତୁ ଆରମ୍ଭରୁ ଧାନ ବିକ୍ରିବଟା ଶୀଥିଳ ହୋଇ ପଡ଼ିଛି।…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ…

ଆମେରିକାକୁ ବଡ଼ ଝଟ୍‌କା: ଇରାନ ସହ ଯୁଦ୍ଧରେ ହରାଇଲା…

ଓ୍ବାଶିଂଟନ୍‌,୨୧।୫:ଇରାନ ବିରୋଧରେ ଫେବୃଆରୀ ୨୮ରେ ଆମେରିକା ଆରମ୍ଭ କରିଥିବା ସାମରିକ କାର୍ଯ୍ୟାନୁଷ୍ଠାନ ଏପିକ୍‌ ଫ୍ୟୁରିରେ ଓ୍ବାଶିଂଟନ ଲଢ଼ୁଆ ଜେଟ୍‌ ଓ ଡ୍ରୋନ୍‌ ସମେତ ୪୨ଟି ବିମାନ ହରାଇଥିବା…

ଜାତିସଂଘର ଚେତାବନୀ, ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ! ଦେଖାଦେଇପାରେ ଖାଦ୍ୟ ସଙ୍କଟ

ନୂଆଦିଲ୍ଲୀ,୨୦।୫:  ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (FAO) ବୁଧବାରଏକ ଗମ୍ଭୀର ବିଶ୍ୱ ଖାଦ୍ୟ ସଙ୍କଟ ସମ୍ପର୍କରେ ଏକ ଚେତାବନୀ ଜାରି କରିଛି । FAO ଅନୁଯାୟୀ,…

କ୍ୟାବିନେଟ୍‌ ବୈଠକ, ୭ ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର,୨୦।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଏଥିରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri