୪୮ ନୂଆ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ସଂଗରୋଧରେ ଥିଲେ ୪୭ ଆକ୍ରାନ୍ତ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜ୍ୟରେ ସୋମବାର ପୂର୍ବାହ୍ନରେ ୪୮ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ରେ ପହଞ୍ଚିଛି। ତେବେ ଏହି ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ୪୮ଜଣଙ୍କ ମଧ୍ୟରୁ ୪୭ଜଣ ବାହାର ରାଜ୍ୟରୁ ଫେରିଥିବା ବେଳେ କ୍ୱାରାଣ୍ଟାଇନ ସେଣ୍ଟରରେ ଥିଲେ। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
ଯାଜପୁରରୁ ଚିହ୍ନଟ ସମସ୍ତ ୧୬ ଆକ୍ରାନ୍ତ ବାହାର ରାଜ୍ୟ ଫେରାନ୍ତା। ୭ଜଣ ପଶ୍ଚିମବଙ୍ଗ, ଜଣେ ତେଲେଙ୍ଗାନା, ୪ ଆନ୍ଧ୍ର, ୪ ଅହମ୍ମଦାବାଦ ଫେରନ୍ତା। ସେହିପରି ଗଞ୍ଜାମରୁ ଚିହ୍ନଟ ୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ସୁରଟ ଫେରନ୍ତା ହୋଇଥିବା ବେଳେ ଜଣେ ବାଙ୍ଗାଲୋର ଫେରନ୍ତା। ପୁରୀର ୪ ଆକ୍ରାନ୍ତଙ୍କ ମଧ୍ୟରୁ ୨ ତାମିଲନାଡ଼ୁ, ଜଣେ ଆନ୍ଧ୍ର ଫେରନ୍ତା ହୋଇଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଯୁବକ ବୋଲି ଜଣାପଡ଼ିଛି। କେନ୍ଦ୍ରାପଡ଼ାର ସମସ୍ତ ୩ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ ନୟାଗଡ଼ର ଚିହ୍ନଟ ୩ ଆକ୍ରାନ୍ତ ଅହମ୍ମଦାବାଦ ଫେରନ୍ତା। ବଲାଙ୍ଗୀରର ୨ ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ କନ୍ଧମାଳର ୨ ଆକ୍ରାନ୍ତ ତାମିଲନାଡ଼ୁ ଫେରନ୍ତା। ବୌଦ୍ଧ ଓ ଖୋର୍ଦ୍ଧାର ଜଣେ ଲେଖାଏ ଆକ୍ରାନ୍ତ ସୁରଟ ଫେରନ୍ତା। କଟକରୁ ଚିହ୍ନଟ ଆକ୍ରାନ୍ତ ଜଣଙ୍କ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri