Odisha Elections 2024
Posted inଫୁରସତ

୫ ଇଞ୍ଚର ବୁଢ଼ା ଅଙ୍ଗୁଳି ପାଇଁ ଟିକ୍‌ଟକ୍‌ରେ ପ୍ରସିଦ୍ଧ

ଆମେରିକା, ମାସାଚୁସେଟ୍‌ସ୍ଥ ଓ୍ବେଷ୍ଟପୋର୍ଟର ୨୦ ବର୍ଷୀୟ ଜାକୋବ ପିନା ନିକଟରେ ଟିକ୍‌ଟକ୍‌ରେ ହୋଇଛନ୍ତି ପ୍ରସିଦ୍ଧ। ତେବେ ନିଜ ଗୀତ କି ନାଚ ପାଇଁ ନୁହେଁ। ବରଂ ନିଜର ବୁଢା ଅଙ୍ଗୁଳି ପାଇଁ। ସେ ଟିକ୍‌ଟକ୍‌ରେ ନିଜ ବୁଢା ଅଙ୍ଗୁଳିର ଏକ ମ୍ୟୁଜିକ୍‌ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ଦେଖିବାକୁ ପାଇବେ ତାଙ୍କର ଅସ୍ବାଭାବିକ ଭାବେ ଲମ୍ବା ବୁଢା ଅଙ୍ଗୁଳି। ଏହି ଅଙ୍ଗୁଳିଟି ଅନ୍ୟ ଅଙ୍ଗୁଳିଠାରୁ ବି ଲମ୍ବା। ଏହାର ଲମ୍ବା ହେଉଛି ୫ ଇଞ୍ଚ। ଲମ୍ବା ଅଙ୍ଗୁଳିକୁ ନେଇ ଜାକୋବଙ୍କୁ କେହି କେହି ଏଲିୟନ ବି କହନ୍ତି। ତଥାପି ସେ ମନଦୁଃଖ କରନ୍ତି ନାହିଁ। ବରଂ ଅନ୍ୟଙ୍କଠାରୁ ଭିନ୍ନ ହୋଇଥିବାରୁ ସେ ଗର୍ବ ଅନୁଭବ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଂହ ଏକାକି କରିଦେଲା ବିଶାଳକାୟ ହାତୀର ଶିକାର, ଦୃଶ୍ୟ ଦେଖିଲେ ଟାଙ୍କୁରି ଉଠିବ ଲୋମ

ଜଙ୍ଗଲର ସବୁଠାରୁ ଘାତକ ଶିକାରୀ ତାଲିକାରେ ସିଂହର ସ୍ଥାନ ପ୍ରଥମ। ହେଲେ କିଛି ବନ୍ୟଜନ୍ତୁ ଏଭଳି ରହିଛି ଯାହାଙ୍କ ଶିକାର କରିବା ସିଂହ ପାଇଁ କଷ୍ଟକର...

କିଏ ଏହି IPS DS Kutey, ଯାହାଙ୍କୁ ନେଇ ରାଜ୍ୟରେ ଚହଳ

ଭୁବନେଶ୍ୱର,୨୮।୫: ନିଲମ୍ବିତ ହୋଇଛନ୍ତି IPS ଅଫିସର ଡିଏସ କୁଟ୍ଟେ। IPS କୁଟ୍ଟେଙ୍କୁ ସସପେଣ୍ଡ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର (ECI)। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ...

ଭଲ ଦରମା ସତ୍ତ୍ୱେ ସଞ୍ଚୟ କରିପାରୁ ନାହାନ୍ତି କି? ଆପଣାନ୍ତୁ ୫୦:୩୦:୨୦ ଫର୍ମୁଲା, ରହିବନି ଅବଶୋଷ

ସାଧାରଣତଃ ଟଙ୍କା ସଞ୍ଚୟ କରିବା ଏକ କଳା ବୋଲି କୁହାଯାଏ। ସମସ୍ତଙ୍କ ପାଖରେ ତାହା ନ ଥାଏ। ଅଧିକାଂଶ ଲୋକ ଭଲ ଦରମା ପାଉଥିଲେ ହେଁ...

ବ୍ରିଟେନ୍‌ରେ ବିଶ୍ବର ସବୁଠାରୁ ଛୋଟ ଜେଲ

ଲଣ୍ଡନ: ଯେତେବେଳେ ବିଭିନ୍ନ ଜେଲ ବିଷୟରେ ଆଲୋଚନା ହୁଏ ସେତେବେଳେ ଦିଲ୍ଲୀର ତିହାର ଜେଲ ଏବଂ ପୁଣେର ୟେରୱାଡ଼ା ଜେଲ କଥା ମନକୁ ଆସିଥାଏ। ଭାରତର...

କର୍ମାନୁଯାୟୀ ଦଣ୍ଡ, ପୁଣି ଗୋଟିଏ ଜନ୍ମରେ

ଏ ସଂସାରରେ ଯିଏ ଯେମିତି କର୍ମ କରିବ, ସେ ସେମିତି ଫଳ ପାଇବ। ଭଲ କର୍ମ ର ଭଲ ଫଳ। ଖରାପ କର୍ମର ଖରାପ ଫଳ।...

କଳାଗ୍ରାମ ସାରଙ୍ଗଯୋଡ଼ି

ଏଠି ସଞ୍ଜ ନଇଁ ଆସିଲେ ପ୍ରତିଦିନ ଚାଲେ ଲୋକକଳାର ସାଧନା। ଗାଁ ଭାଗବତ ଘରେ କଳାକାରମାନେ ଏକାଠି ହୁଅନ୍ତି। ଭାଗବତ ପଢ଼ାଯାଏ, ଠାକୁରଙ୍କୁ ପ୍ରାର୍ଥନା କରାଯାଏ।...

ବୋଉ ନିର୍ଦ୍ଦେଶରେ ଶାଢ଼ି କିଣିଥିଲି

ଯୁକ୍ତ ତିନି ବିଜ୍ଞାନ ଶେଷବର୍ଷ ପରୀକ୍ଷାର ଶେଷ ପେପର ଥାଏ ଗଣିତ। ପରୀକ୍ଷା ଶେଷଦିନର ଅନୁଭବ ପ୍ରତି ପରୀକ୍ଷାର୍ଥୀଙ୍କ ପାଇଁ ଥାଏ ଯେମିତି ନିଆରା ସେମିତି...

ଯେତେଦିନ ବଞ୍ଚିବି କବିତାରେ ବଞ୍ଚିବି

”ଓଡ଼ିଆ ଭାଷା ସାହିତ୍ୟରେ ରହିଛି ଅମୂଲ୍ୟ ସମ୍ପଦ। ଆମେ ଯେତେ ଗଭୀରକୁ ଯିବା ସେତେ ମଣିମୁକ୍ତା ପାଇବା। ସାହିତ୍ୟ ସମାଜ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri