୫-ଟି ସଚିବଙ୍କ କୋଭିଡ୍‌-୧୯ ହସ୍ପିଟାଲ ପରିଦର୍ଶନ

ପାରାଦୀପ, ୧୭।୪ (ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲାରେ କୋଭିଡ୍‌-୧୯ ହସ୍ପିଟାଲ ସ୍ଥାପନ କରାଯାଉଛି। ଏହି କ୍ରମରେ ପାରାଦୀପଠାରେ ୧୦୦ଶଯ୍ୟା ବିଶିଷ୍ଠ କୋଭିଡ୍‌-୧୯ ହସ୍ପିଟାଲ ପ୍ରସ୍ତୁତ କରାଯାଇଛି। ଶୁକ୍ରବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ପାରାଦୀପଠାରେ ପହଞ୍ଚତ୍ ଉକ୍ତ ହସ୍ପିଟାଲରେ ରୋଗୀ ସେବା ଲାଗି ଉଦ୍ଦିଷ୍ଟ ହେବା ଭଳି ବ୍ୟବସ୍ଥା କରିବାକୁ ଜିଲା ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ୫-ଟି ସଚିବଙ୍କ ଗସ୍ତ ସମୟରେ ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଅନ୍ୟ ବିଭାଗୀୟ ମୁଖ୍ୟମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ପାରାଦୀପ ବେଳାଭୂମି ରାସ୍ତା ପାର୍ଶ୍ୱରେ ପୌରପାଳିକା ପକ୍ଷରୁ ନିର୍ମିତ ଯାତ୍ରୀ ନିବାସକୁ କୋଭିଡ୍‌-୧୯ ହସ୍ପିଟାଲ କରାଯାଇଛି। ବେଡ୍‌ ପାଇଁ ଖର୍ଚ୍ଚ କରାଯାଇଥିବା ସମସ୍ତ ଅର୍ଥ ପାରାଦୀପ ବନ୍ଦର ପକ୍ଷରୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri