୫ ଫେବୃୟାରୀ ମହାବନ୍ଦକୁ ସମର୍ଥନ କରିବ ବରଗଡ଼ ଜିଲା ଓକିଲ ସଂଘ

ବରଗଡ଼ ଅଫିସ, ୧।୨- ଆସନ୍ତା ୫ ତାରିଖ ପଶ୍ଚିମ ଓଡ଼ିଶା ମହାବନ୍ଦକୁ ବରଗଡ଼ ଜିଲା ଓକିଲ ସଂଘ ସମର୍ଥନ କରିବ। ଶନିବାର ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକାରୀ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ସଂଘର ସଭାପତି ବେଲାଳସେନ ସରାଫ, ଉପସଭାପତି ସରୋଜ କୁମାର ତ୍ରିପାଠୀ, ସାଧାରଣ ସମ୍ପାଦକ ହେମନ୍ତ କୁମାର ପୁରୋହିତ, ଯୁଗ୍ମ ସମ୍ପାଦକ ଲଲାଟେନ୍ଦୁ ବେହେରାଙ୍କ ସମେତ ବରିଷ୍ଠ ସଭ୍ୟମାନେ ଉପସ୍ଥିତ ଥିଲେ। ପ୍ରକାଶ ଯେ, ସମ୍ବଲପୁର ଏବଂ ବଲାଙ୍ଗୀର ଜିଲା ଓକିଲ ସଂଘର ପ୍ରତିନିଧି ଦଳ ଶୁକ୍ରବାର ଏଠାକୁ ଆସି ମହାବନ୍ଦକୁ ସଫଳ କରିବା ଦିଗରେ ସହଯୋଗ କରିବା ପାଇଁ ବରଗଡ଼ ଜିଲା ଓକିଲ ସଂଘକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri