୫ ବର୍ଷ ପରେ ବଜାରରେ ମିଳିବ କୃତ୍ରିମ କିଡ୍‌ନୀ…

ଏବେ କିଡ୍‌ନୀ ସମସ୍ୟା ଦେଖାଗଲେ ଆଉ ଭୟ କରିବାର ନାହିଁ। କାରଣ ୫ ବର୍ଷ ପରେ ବଜାରରେ କୃତ୍ରିମ କିଡ୍‌ନୀ ମିଳିବ। ଆମେରିକାରେ ଗବେଷକ ଏଭଳି କିଡ୍‌ନୀ ତିଆରି କରିସାରିଛନ୍ତି। ଆଗାମୀ ୨ ବର୍ଷ ମଧ୍ୟରେ ଏନେଇ ଅଧ୍ୟୟନ ଶେଷ ହେବାର ସମ୍ଭାବନା ରହିଛି। ଅଧିକ ପରୀକ୍ଷା ନିରୀକ୍ଷା କରାଯିବାପରେ ଏହି କିଡ୍‌ନୀକୁ ବଜାରରେ ବିକ୍ରି ପାଇଁ ଛଡ଼ାଯିବ। ଏହାର ପ୍ରତିରୋପଣ କରିବା ଦ୍ୱାରା ସାଧାରଣ ଭାବେ ଜଣେ ବଞ୍ଚିପାରିବ। ଫଳରେ କିଡ୍‌ନୀ ସମସ୍ୟା କ୍ଷେତ୍ରରେ ଆଉ ଡାଏଲିସିସ୍‌ର ଆବଶ୍ୟକତା ରହିବ ନାହିଁ। ଭାରତରେ ଏହା ୧୫ରୁ ୨୦ ଲକ୍ଷ ଟଙ୍କାରେ ବିକ୍ରି ହେବ ବୋଲି ଗ୍ରେଟର ନୋଏଡ଼ାରେ ଆୟୋଜିତ ଏକ ଆଲୋଚନା ଚକ୍ରରେ ଖ୍ୟାତି ସମ୍ପନ୍ନ ୟୁରୋଲୋଜିଷ୍ଟ ଡାକ୍ତର ସଞ୍ଜୟ ଗର୍ଗ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

କାଲିଠୁ ନୌତପ ଆରମ୍ଭ; ତୁଳା ରାଶି ସମେତ ୪ରାଶିର ଫିଟିବ ଭାଗ୍ୟ, ଧନଲାଭ…

ସୂର୍ଯ୍ୟ ରୋହିଣୀ ନକ୍ଷତ୍ରରେ ପ୍ରବେଶ କରିବା ସମୟରେ ନୌତପ ଆରମ୍ଭ ହୁଏ। ନୌତପ ସମୟରେ, ନଅ ଦିନ ପ୍ରବଳ ଗରମ ସହ୍ୟ କରିବାକୁ ପଡ଼ିଥାଏ। ନୌତପ ମେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri