୫ ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ପ୍ରଚୁର ପରିମାଣର ଭିଟାମିନ୍‌ ‘ଏ’ ଜରୁରୀ

ଭିଟାମିନ୍‌ ‘ଏ’ ଅନେକ ଉପକାରୀ। ତେଣୁ ୫ ବର୍ଷ ପର୍ଯ୍ୟନ୍ତ ଶିଶୁକୁ ପ୍ରଚୁର ପରିମାଣର ଭିଟାମିନ୍‌ ‘ଏ’ ଯୁକ୍ତ ଖାଦ୍ୟ ଖାଇବାକୁ ଦେବା ଫଳରେ ସେମାନଙ୍କଠାରେ ଦୃଷ୍ଟିଶକ୍ତିଜନିତ ସମସ୍ୟା ଦେଖାଯାଇ ନ ଥାଏ। ଆଇ ଫାଉଣ୍ଡେଶନ ଅଫ୍‌ ଆମେରିକାର ଡ. ଭି.କେ. ରାଜୁ ଫାଉଣ୍ଡର ଏବଂ ଚକ୍ଷୁ ବିଶେଷଜ୍ଞଙ୍କ କହିବାନୁଯାୟୀ, ୫ ବର୍ଷ ପର୍ଯ୍ୟନ୍ତ ଶିଶୁକୁ ଭିଟାମିନ୍‌ ଏ’ ଥିବା ଖାଦ୍ୟ ଖାଇବାକୁ ଦେବା ଜରୁରୀ । ଦେଶରେ ପ୍ରତିବର୍ଷ ୩.୫ ମିଲିୟନ ପୂର୍ଣ୍ଣ ବିକଶିତ ଶିଶୁ ଜନ୍ମ ନେଉଥିବା ବେଳେ ସେମାନଙ୍କ ମଧ୍ୟରୁ ୬୦ ପ୍ରତିଶତ ଶିଶୁଙ୍କୁ ରେଟିନୋଫି ସମସ୍ୟା ଦେଖାଯାଇଥାଏ। ଏହାର ଚିକିତ୍ସା ଲାଗି ପ୍ରତିବର୍ଷ ଦେଶରେ ୫ କୋଟି ଟଙ୍କା ଖର୍ଚ୍ଚ କରାଯାଇଥାଏ। ଭିଟାମିନ୍‌ ‘ଏ’ ଅଭାବରୁ ୪୦ ବର୍ଷ ପରେ ଲୋକେ ଗ୍ଲୁକୋମା ରୋଗର ଶିକାର ହୋଇଥାନ୍ତି; ଯେଉଁଥିପାଇଁ ଭିଟାମିନ୍‌ ‘ଏ’ ଜରୁରୀ ହୋଇଥାଏ।

ବିଭିନ୍ନ ଶାଗ, ଗାଜର, ଟମାଟୋ, ବିଟ୍‌, ମଟର, ବ୍ରୋକଲି, କଖାରୁ, କନ୍ଦମୂଳ, କମଳା , ଆମ୍ବ, ମାଛ, ଅଣ୍ଡା ଆଦିରେ ପ୍ରଚୁର ପରିମାଣର ଭିଟାମିନ୍‌ ‘ଏ’ ରହିଛି।

ଭିଟାମିନ୍‌ ‘ଏ’ ର ବିଭିନ୍ନ ଗୁଣ:

ଏହା ଦୃଷ୍ଟିଶକ୍ତି ବଢ଼ାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ।

ମାଂସପେଶୀର ଶକ୍ତି ବଢ଼ାଇଥାଏ।

ଦାନ୍ତ ଓ ମାଢ଼ିକୁ ମଜଭୁତ କରାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri