୫ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର,୯।୧(ଡି.ଏନ୍‌.ଏ.): ଥମୁନି ଧଳା ଜହର କାରବାର। ବାଲେଶ୍ୱର ଜିଲା ଜଳେଶ୍ୱରରେ ଗୁରୁବାର ୫୦ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଶେଖବାଡ଼ ଅଞ୍ଚଳରେ ପୋଲିସ ଚଢ଼ାଉ କରି ବ୍ରାଉନ୍‌ସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ତେବେ ଜବତ ବ୍ରାଉନସୁଗାରର ମୂଲ୍ୟ ଆନୁମାନିକ ୫ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri