୫ ସନ୍ଦିଗ୍ଧଙ୍କ ରକ୍ତ, ସ୍ବାବ ପରୀକ୍ଷା ପାଇଁ ଗଲା

ସମ୍ବଲପୁର,୨୮।୩ (ବ୍ୟୁରୋ)-ସମ୍ବଲପୁର ଜିଲାର ୫ କରୋନା ସନ୍ଦିଗ୍ଧଙ୍କ ରକ୍ତ ନମୁନା ଓ ସ୍ବାବ୍‌ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଛି ା ସେମାନଙ୍କୁ ବୁର୍ଲା ଭିମ୍‌ସାରର ଆଇସୋଲେଶନ ସେଣ୍ଟରରେ ରଖାଯାଇଛି ା ଆବଶ୍ୟକ ମେଡିକାଲ ପରୀକ୍ଷା ସହିତ ଭୁବନେଶ୍ୱରରୁ ରିପୋର୍ଟ ଆସିବା ପରେ ସେମାନେ କରୋନାରେ ଆକ୍ରାନ୍ତ କି ନୁହେଁ ତାହା ସ୍ପଷ୍ଟ ହେବ ବୋଲି ଏଡିଏମ୍‌ଓ ଅଶୋକ ଦାସ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri