Posted inଜାତୀୟ

୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭାଜପା ଭରସା

ନୂଆଦିଲ୍ଲୀ,୨୨ା୫(ପି.ଟି.): ଏକ୍‌ଜିଟ୍‌ ପୋଲ୍‌ଗୁଡ଼ିକ ଭାଜପା ସପକ୍ଷରେ ଜନମତ ରହିଥିବା ଭବିଷ୍ୟବାଣୀ କରିଥିବାବେଳେ ୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭରସା କରିଛି ଗୈରିକ ଦଳ। ୨୦୧୪ ସାଧାରଣ ନିର୍ବାଚନରେ ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ର ୧୮୫ ଆସନ ମଧ୍ୟରୁ ଭାଜପାକୁ ୯୦% ଅର୍ଥାତ୍‌ ୧୬୫ଟିରେ ସଫଳତା ମିଳିଥିଲା। ଏଥର ମଧ୍ୟ ବିହାର, ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ଭାଜପାର ପ୍ରଦର୍ଶନ ଭଲ ରହିବ ବୋଲି ଅଧିକାଂଶ ସର୍ଭେ ସଂସ୍ଥା ପକ୍ଷରୁ କୁହାଯାଇଛି। ଛତିଶଗଡ଼ରେ କଂଗ୍ରେସ ଓ ଭାଜପା ମଧ୍ୟରେ କଡ଼ା ଟକ୍କର ହେବ ବୋଲି ଅନୁମାନ କରାଯାଉଛି। ସେହିପରି ଉତ୍ତରପ୍ରଦେଶରେ ଗତଥର ଭାଜପା ୮୦ ଆସନ ମଧ୍ୟରୁ ୭୧ ଆସନରେ ସଫଳତା ପାଇଥିବାବେଳେ ଏଥର ଏସ୍‌ପି-ବିଏସ୍‌ପି ମେଣ୍ଟ ଯୋଗୁ ୩୩-୬୫ଟି ସିଟ୍‌ ଦଖଲ କରିବ ବୋଲି କୁହାଯାଉଛି। ତେଣୁ ୫ ରାଜ୍ୟରେ ଭାଜପାକୁ ଏଥର ୮୯ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିବ ବୋଲି କେତେକ ସଂସ୍ଥା ଆକଳନ କରିଛନ୍ତି। ଅନ୍ୟ କେତେକ ଏକ୍‌ଜିଟ୍‌ ପୋଲ୍‌ର ହିସାବକୁ ଧରିନିଆଗଲେ ଏହି ସଂଖ୍ୟା ୧୪୪କୁ ଛୁଇଁବ। ସେହିପରି ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ଦଳର ପ୍ରଦର୍ଶନ ଉପରେ ମଧ୍ୟ ଭାଜପା ନେତା ଆଶାବାଦୀ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ...

୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି...

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ...

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ...

Featured Video Play Icon

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର...

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri