୫.୨୩ ଲକ୍ଷ କୋଟି ଟଙ୍କାର ସ୍ପେକ୍ଟ୍ରମ ନିଲାମ ଯୋଜନାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୧-୧୨: ୫.୨୩ ଲକ୍ଷ କୋଟି ଟଙ୍କାର ସ୍ପେକ୍ଟ୍ରମ ନିଲାମ ଯୋଜନାକୁ ଡିଜିଟାଲ କମ୍ୟୁନିକେଶନ କମିଶନଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଥି ଲାଗି ନିଲାମ ପ୍ରକ୍ରିୟା ମାର୍ଚ୍ଚ, ଏପ୍ରିଲରେ ହେବ ବୋଲି ସୂଚନା ରହିଛି। ରେଡିଓ ଓ୍ବେଲ ଲାଗି ନିଷ୍ପତ୍ତି ନିଆଯାଇଥିବା ରିଜର୍ଭ ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ଟେଲିକମ୍‌ ରେଗୁଲେଟୋରି ଅଥରିଟି ଅଫ୍‌ ଇଣ୍ଡିଆ ପକ୍ଷରୁ କୁହାଯାଇଛି। ସ୍ପେକ୍ଟ୍ରମ ନିଲାମ ଲାଗି ବିଡ୍‌ ପ୍ରକ୍ରିୟା ଜାନୁୟାରୀ ୧୩ରୁ ଆରମ୍ଭ କରାଯିବ ବୋଲି ଟେଲିକମ ବିଭାଗ ସଚିବ ଅଂଶୁ ପ୍ରକାଶ କରିଛନ୍ତି। ନିଲାମ ଲାଗି ମୋଟ ୮,୩୦୦ ମେଗାହର୍ଜ ସ୍ପେକ୍ଟମ ରହିଛି। ଏହାର ମୂଲ୍ୟ ମୋଟ ୫.୨୩ ଲକ୍ଷ କୋଟି ଟଙ୍କା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?