୫.୯୧ ଲକ୍ଷ ଟଙ୍କା ସହାୟତା ସଂଗ୍ରହ

ଭୁବନ, ୫।୫(ଡି.ଏନ୍‌.ଏ.)

କରୋନା ସଙ୍କଟ ସମୟରେ ରାଜ୍ୟ ସରକାରଙ୍କୁ ସହାୟତାର ହାତ ବଢ଼ାଇବାକୁ ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିଲା ଅଭିଯାନ। ବ୍ଲକ ଅଧ୍ୟକ୍ଷ ଗଁା ଗଁା ବୁଲି ସହାୟତା କରିବାକୁ ନିବେଦନ କରିଥିଲେ। ସୋମବାର ସଂଗୃହୀତ ଅର୍ଥରାଶି ଗଣାଯାଇଛି। ଦୁଇଟି ବାକ୍ସରେ ଆଦାୟ କରାଯାଇଥିବା ଟଙ୍କାକୁ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଖୋଲାଯାଇଥିଲା। ଗଣତି ପରେ ୫ଲକ୍ଷ ୯୧ ହଜାର ୫୧ ଟଙ୍କା ସଂଗୃହୀତ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ଏହାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରାଯିବ ବୋଲି ବ୍ଲକ ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ବ୍ଲକ କାର୍ଯ୍ୟାଳୟରେ ଟଙ୍କା ଗଣତି ସମୟରେ ତହସିଲଦାର ଶକ୍ତିକାନ୍ତ ରାଏ, ବିଡିଓ ଆଶୀର୍ବାଦ ପରିଡ଼ା, ଥାନାଧିକାରୀ ନିର୍ମଳା ଗୋଚ୍ଛାୟତଙ୍କ ସମେତ ଜନପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ, ଏସବୁ ଜିଲାରେ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୬(ବନ୍ଦନା ସେଠୀ):ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri