୫ଟି ଅଭିଯାନରେ ଯୋଗଦେଲେ ଜିଲାପାଳ: କନ୍ୟାସନ୍ତାନଙ୍କ ସୁରକ୍ଷା ପ୍ରତି ଦେଲେ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୨୧।୧୧: କନ୍ୟାସନ୍ତାନଙ୍କ ସଂଖ୍ୟାବୃଦ୍ଧି, ସେମାନଙ୍କ ସୁରକ୍ଷା, ଗୁଣିଗାରେଡ଼ି ବିରୋଧରେ ସଚେତନତା ଏବଂ ଚିକିତ୍ସାଳୟଗୁଡ଼ିକର ଉନ୍ନତି ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଅଭିଯାନରେ ଗୁରୁବାର ସାମିଲ ହୋଇଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲାପାଳ କୁଲାଙ୍ଗେ କନ୍ୟା ଶିଶୁମାନଙ୍କ ସୁରକ୍ଷା ଏବଂ ସମ୍ମାନକୁ ଗୁରୁତ୍ୱ ଦେଇଛନ୍ତି। ଏଥିସହ ସରକାରୀ ସ୍କୁଲ ଏବଂ ହସ୍ପିଟାଲ୍‌କୁ ଅଧିକ ମାତ୍ରାରେ ଆର୍ଥତ୍କ ଏବଂ ଦ୍ରବ୍ୟ ସାହାଯ୍ୟ କରିବାକୁ ସେ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri