Posted inଜାତୀୟ

୫ମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ଦିଲ୍ଲୀର ସମସ୍ତ ସ୍କୁଲ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ଭାରତରେ ଧୀରେ ଧୀରେ ପାଦ ରଖିବା ଆରମ୍ଭ କରିଛି। ଗୁରୁବାର ସୁଦ୍ଧା କରୋନା ଭାଇରସରେ ୩୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି, ଏହାସହ ପାଖାପାଖି ୨୯ ହଜାର ଲୋକଙ୍କ ଉପରେ କଡା ନଜର ରଖାଯାଇଛି ବୋଲି କହିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଶୁକ୍ରବାରଠାରୁ ବନ୍ଦ କରି ଦିଆଯାଇଛି ବୋଲି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଗୁରୁବାର କହିଛନ୍ତି। କରୋନା ଭାଇରସର ପ୍ରଭାବକୁ ଦେଖି ଏସବୁ ସ୍କୁଲକୁ ଆସନ୍ତା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ସିସୋଡିଆ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri