୫ରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆସନ୍ତା ୫ ତାରିଖରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ାଣ ଆରମ୍ଭ ହେବ। ଆଲିଆନ୍ସ ଏୟାର ଏହି ସେବା ପ୍ରଦାନ କରିବ। ସକାଳ ୯ଟା ୫ରୁ ଭୁବନେଶ୍ୱର ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରି ୧୦ଟା ୧୦ରେ ଝାରସୁଗୁଡ଼ାରେ ପହଞ୍ଚତ୍ବ। ସେଠାରୁ ପୁଣି ୧୦ଟା ୩୫ରେ ଉଡ଼ାଣ କରି ପୂର୍ବାହ୍ନ ୧୧ଟା ୪୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବ। ସୂଚନାଯୋଗ୍ୟ, ଆଲିଆନ୍ସ ଏୟାର ହେଉଛି ଏୟାର ଇଣ୍ଡିଆର ଏକ ସହାୟକ ସଂସ୍ଥା। ଆଲିଆନ୍ସ ଏୟାର ତରଫରୁ ଏଟିଆର୍‌-୭୨ ବିମାନ ଚଳାଚଳ କରାଯିବ। ଏଥିତ୍ରେ ୭୨ଜଣ ଯାତ୍ରା କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri