୫୦% କୋଭିଡ୍‌ ମୃତକଙ୍କ ବୟସ ୬୦ ଉପରେ

ନୂଆଦିଲ୍ଲୀ,୪ା୬: ଭାରତରେ ବରିଷ୍ଠ ବ୍ୟକ୍ତିଙ୍କ ସଂଖ୍ୟା ମୋଟ ଜନସଂଖ୍ୟାର ୧୦ ପ୍ରତିଶତ ହୋଇଥିବାବେଳେ କୋଭିଡ୍‌-୧୯ ମୃତ୍ୟୁରେ ଏମାନଙ୍କ ସଂଖ୍ୟା ୫୦% ଥିବା ସରକାର ସୂଚନା ଦେଇଛନ୍ତି। ୭୩ ପ୍ରତିଶତ କୋଭିଡ୍‌ ମୃତକଙ୍କଠାରେ ଅନ୍ୟାନ୍ୟ ରୋଗ ରହିଥିବା ଜଣାପଡିଛି। ଅନ୍ୟ ଦେଶ ତୁଳନାରେ ଭାରତ କୋଭିଡ୍‌-୧୯ ଚିକିତ୍ସା ପରିଚାଳନାରେ ଏବଂ ମୃତ୍ୟୁହାର କମାଇବାରେ ସଫଳ ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦାବି କରାଯାଇଛି।
ସରକାରୀ ତଥ୍ୟ ଅନୁଯାୟୀ ୬୦ରୁ ୭୪ ବର୍ଷ ବୟସ ବର୍ଗର ଲୋକ ମୋଟ ଜନସଂଖ୍ୟାର ୮ ପ୍ରତିଶତ ହୋଇଥିବାବେଳେ କୋଭିଡ୍‌-୧୯ରେ ସେମାନଙ୍କ ସଂଖ୍ୟା ୩୮ ପ୍ରତିଶତ ରହିଛି। ସେହିପରି ୭୪ ବର୍ଷରୁ ଅଧିକ ବୟସ୍କ ଲୋକ ମୋଟ ଜନସଂଖ୍ୟାର ମାତ୍ର ୨ ପ୍ରତିଶତ ହୋଇଥିବାବେଳେ କୋଭିଡ୍‌ରେ ସେମାନଙ୍କ ମୃତ୍ୟୁ ହାର ୧୨ ପ୍ରତିଶତ ରହିଛି। ସଂକ୍ରମଣରେ ଭାରତ ସପ୍ତମ ସ୍ଥାନରେ ଥିବାବେଳେ ମୃତ୍ୟୁ ହାର ଯଥେଷ୍ଟ କମ୍‌ ରହିଛି। ଭାରତରେ କରୋନାଜନିତ ମୃତ୍ୟୁହାର ୨.୮୨ ପ୍ରତିଶତ, ଯାହା କି ବିଶ୍ୱରେ ସର୍ବନିମ୍ନ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି। ବିଶ୍ୱରେ କୋଭିଡ୍‌ ମୃତ୍ୟୁହାର ୬.୧୩ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri