୫୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ଥଇଥାନ କଲା ବ୍ଲକ ପ୍ରଶାସନ

ବନ୍ତ,୨୦ା୫(ଡି.ଏନ୍‌.ଏ.): ବାତ୍ୟା ‘ଅମ୍ଫନ୍‌’କୁ ନେଇ ଭଦ୍ରକ ଜିଲା ବନ୍ତ ବ୍ଲକବାସୀ ଭୟଭୀତ ଥିବା ବେଳେ ଏହାର ମୁକାବିଲା ନେଇ ବ୍ଲକ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି ା ବୁଧବାର ମଧ୍ୟାହ୍ନ ସୁଦ୍ଧା ବ୍ଲକର ବିଭିନ୍ନ ବିଦ୍ୟାଳୟ, ପଞ୍ଚାୟତ ଗୃହ, ବାତ୍ୟା ଆଶ୍ରୟସ୍ଥଳରେ ଲୋକମାନଙ୍କୁ ଥଇଥାନ କରାଯାଇଛି ା ବିଟିପୁର ପଞ୍ଚାୟତର ହଳଦି ପୁହାଣି ପ୍ରାଥମିକ ବିଦ୍ୟାଳୟ, ବଡ଼ମହିଷଗୋଠ ପଞ୍ଚାୟତର ହରିପୁର ପ୍ରାଥମିକ ବିଦ୍ୟାଳୟ, କୁଆଁଶମଢ଼ିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ରାମପୁର ପଞ୍ଚାୟତର ରଘୁନାଥପୁର ପ୍ରାଥମିକ ବିଦ୍ୟାଳୟ, କୌଶଲ୍ୟା ନୋଡାଲ ଉପ୍ରା ବିଦ୍ୟାଳୟ, କୁଣ୍ଡଳା ନୋଡାଲ ଉପ୍ରା ବିଦ୍ୟାଳୟ, ବଡ଼ବର୍ଚ୍ଚିକୟାଁ ପଞ୍ଚାୟତର ବିଶଲକଣା ପ୍ରାଥମିକ ବିଦ୍ୟାଳୟ, ଅଣିଜୋ ପଞ୍ଚାୟତର ନରିପୁର ଉପ୍ରା ବିଦ୍ୟାଳୟ, ଚାରିଗାଁ ପଞ୍ଚାୟତର ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳ ସମେତ କେନ୍ଦୁଆପଦା, ତୋଡଗାଁ, ଛୟାଳସିଂ ଆଦି ପଞ୍ଚାୟତ ଗୃହରେ ପ୍ରାୟ ୫୦୦ ଲୋକଙ୍କୁ ଥଇଥାନ କରାଯାଇଛି ା ସମସ୍ତ ଲୋକଙ୍କ ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri