ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ସକାଳ ସାଢ଼େ ୯ଟା ସୁଦ୍ଧା ୫୨୫ ଆସନର ଗଣତି ଜାରି ରହିଛି। ସେଥିମଧ୍ୟରୁ ୨୮୬ ଆସନରେ ଭାଜପା ଏବଂ ୧୨୫ ଆସନରେ କଂଗ୍ରେସ ୍ରାଗୁଆ ରହିଛି। ସେହିପରି ଅନ୍ୟ ଦଳ ୧୧୬ଟି ଲୋକ ସଭା ଆସନରେ ଆଗୁଆ ରହିଛନ୍ତି।
ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ସକାଳ ସାଢ଼େ ୯ଟା ସୁଦ୍ଧା ୫୨୫ ଆସନର ଗଣତି ଜାରି ରହିଛି। ସେଥିମଧ୍ୟରୁ ୨୮୬ ଆସନରେ ଭାଜପା ଏବଂ ୧୨୫ ଆସନରେ କଂଗ୍ରେସ ୍ରାଗୁଆ ରହିଛି। ସେହିପରି ଅନ୍ୟ ଦଳ ୧୧୬ଟି ଲୋକ ସଭା ଆସନରେ ଆଗୁଆ ରହିଛନ୍ତି।
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...
ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...
ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...
