୫୪ ମହଲା କୋଠା ଉପରେ ଲାଣ୍ଡିଂ ସମୟରେ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ

ଓ୍ବାଶିଂଟନ,୧୧।୬: ଆମେରିକା ମୈନହଟନଠାରେ ଏକ ୫୪ ମହଲା କୋଠା ଉପରେ ହେଲିକପ୍ଟର ଲାଣ୍ଡିଂ ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ପାଇଲଟଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଅଗଷ୍ଟା ଏ-୧୦୯-ଇ ହେଲିକପ୍ଟର ଲାଣ୍ଡିଂ କରୁଥିବା ସମୟରେ ଏଥିରେ ନିଆଁ ଲାଗିଯାଇଥିଲା। ସୁରକ୍ଷା ଦୃଷ୍ଟିରୁ କୋଠାକୁ ଖାଲି କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ପାଗ ଖରାପ ଥିବାରୁ ଏଭଳି ଘଟିଥିବା କୁହାଯାଉଛି। ଏନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ…

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri